ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଶଙ୍କର ମହାଦେବନ
ପୁରୀ : ବଲିଉଡର ପ୍ରସିଦ୍ଧ କଣ୍ଠ ଶିଳ୍ପୀ ଶଙ୍କର ମହାଦେବନ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଶଙ୍କର ମହାଦେବନ ପ୍ରଥମେ ପ୍ରଭୁ ପତିତପାବନଙ୍କୁ ପ୍ରଣାମ କରି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ । ଶ୍ରୀମନ୍ଦିର ରତ୍ନ ସିଂହାସନରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ!-->…
Read More...
Read More...