ସମୁଦ୍ରରେ ବୁଡି ଯାଉଥିଲେ, ୩ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ବେଳାଭୂମିରେ ସ୍ନାନ କରିବା ସମୟରେ ବୁଡିଯାଉଥିବା ତିନିଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । ଚୈତନ୍ୟ ଛକ ୯ ନମ୍ବର ସେକ୍ଟରରେ ସ୍ନାନ କରିବା ସମୟରେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ ଝାଡ଼ଖଣ୍ଡରୁ ଆସିଥିବା ତିନିଜଣ ପର୍ଯ୍ୟଟକ । ସେଠାରେ ଉପସ୍ଥିତ ଥିବା ପର୍ଯ୍ୟଟକ ମାନେ…
Read More...

ଆଜିଠୁ ପରିକ୍ରମା ନିମନ୍ତ୍ରଣ: କାର୍ଡ ବାଣ୍ଟିବା ପାଇଁ ବାହାରିଲେ ୩୦ଟି ଦଳ

ପୁରୀ : ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ସହ ଯୋଡିହେବ ଭାରତବର୍ଷର କୋଣ ଅନୁକୋଣରେ ଥିବା ଅନେକ ଶକ୍ତିପୀଠ, ଭାରତବର୍ଷର ୪ ଧାମ ଓ ୧୨ଜୌତିଲିଙ୍ଗ । ଏହା ସହ ଓଡିଶାରେ ଥିବା ପାତାଳୀ ଶ୍ରୀକ୍ଷେତ୍ର ଓ ଦାରୁ ଉତ୍ପତ୍ତି ସ୍ଥଳ । ସେଥିପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନିମନ୍ତ୍ରଣ ପର୍ବ ।ଆସନ୍ତା…
Read More...

ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର : କୁଷ୍ଠମୁକ୍ତ ଅନ୍ତେବାସୀମାନଙ୍କୁ ସ୍ୱାସ୍ଥ୍ୟ ସଚେତନତା ତଥା ଶୀତ ବସ୍ତ୍ର ପ୍ରଦାନ ଆଜି ଲେପ୍ରା ସୋସାଇଟି ତଥା ସୁବର୍ଣ୍ଣପୁର କୁଷ୍ଠାଶ୍ରମର ଅନ୍ତେବାସୀମାନଙ୍କର ସୋସାଇଟି କାର୍ଯ୍ୟାଳୟ ପରିସରରେ ସକାଳ ନଅଟା ବେଳେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
Read More...

ପାଠକ ବହିମନସ୍କ ହୁଅନ୍ତୁ ,୨୮ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଉଦଘାଟିତ

ପୁରୀ: ସମାଜରେ ହିତ, ଏକ ଶୃଙ୍ଖଳିତ ସମାଜ ଓ ସଂସ୍କୃତିମୟ ପରିବାର ପାଇଁ,ସାହିତ୍ୟ ସ୍ୱର ଉଠାଇବା ଆଜିର ଆବଶ୍ୟକତା ବୋଲି କହିଛନ୍ତି ବିଶିଷ୍ଟ ଗୀତିକାର, ପ୍ରାବନ୍ଧିକ, ଗାଳ୍ପିକ ତଥା ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଜିଲ୍ଲା…
Read More...

ବରଗଡ଼ ଧନୁଯାତ୍ରା ଗୋପପୁର ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ

ବରଗଡ : ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ । ଏହି ମହୋତ୍ସବ ସମୟରେ ବରଗଡ଼ ସହର ମଥୁରା ନଗରୀ ପାଲଟୁଥିବାବେଳେ ଅମ୍ବାପାଲି ଗୋପପୁର ହୋଇଥାଏ । ଆଉ ଏହି ଉଭୟ ସହର ମଝିରେ ଥିବା ଜୀରା ନଦୀ ଯମୁନା ପାଲଟି ଥାଏ । ଧନୁଯାତ୍ରା କଥାବସ୍ତୁର କୃଷ୍ଣ ବଳରାମ ଓ…
Read More...

ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନୀ ଆରମ୍ଭ

ପୁରୀ : ବଡଦିନ ଓ ନୂଆବର୍ଷ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନୀ ଆରମ୍ଭ ହୋଇଛି । ବିଶ୍ୱ ଐତିହ୍ୟ କୋଣାର୍କ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା ଶିଳ୍ପୀ ସରିତା ଗୋଛାୟତଙ୍କ ଦ୍ୱାରା ୭ ଦିନିଆ ବାଲୁକା କଳା ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । କୋଣାର୍କ ଏନଏସି ଅଧକ୍ଷା…
Read More...

୨୦ ତମ ରାଜ୍ୟ ସ୍ତରୀୟ ତିଲେଶ୍ୱର କପ୍‌ ଉଦଘାଟିତ,୪-୧ଗୋଲରେ ସୋନପୁର ବିଜୟୀ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ଅନ୍ତର୍ଗତ ଲାଲ୍‌ ବାହାଦୁର ବିଦ୍ୟାପୀଠ ଖେଳ ପଡିଆ ତିଲେଶ୍ୱର୍‌ଠାରେ ବହୁ ପୁରାତନ ୨୦ତମ ରାଜ୍ୟସ୍ତରୀୟ ତିଲେଶ୍ୱର କପ୍‌ ସୋମବାର ଦିନ ମୁଖ୍ୟ ଅତିଥି ବ୍ଲକ୍‌ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନଙ୍କ ଉପସ୍ଥିତିରେ ଉଦଘାଟିତ ହୋଇଯାଇଛି । ଆୟୋଜକ ବଜାର…
Read More...

୨ ଟନ୍‌ ପିଆଜରେ ସାନ୍ତାକ୍ଲଜ

ପୁରୀ : ଖ୍ରୀଷ୍ଟମାସ ଅବସରରେ ବାଲୁକାକଳାରେ ଗିଫ୍ଟ ଏ ପ୍ଲାଣ୍ଟ , ଗ୍ରୀନ ଦ ଆର୍ଥର ବାର୍ତ୍ତା ।ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ଗଢ଼ିଛନ୍ତି ବିଶ୍ୱର ସବୁଠାରୁ ବଡ ସାଣ୍ଟା କ୍ଲଜ୍‌ । ଯେଉଁଥିରେ ପ୍ରାୟ ୨ ଟନ୍‌ ଓଜନର ପିଆଜର ବ୍ୟବହାର ହୋଇଛି ।୧୦୦ ଫୁଟ୍‌ ଲମ୍ବା ଓ ୨୦…
Read More...

ବଡଦାଣ୍ଡରେ ଗହଳି, ଜଗା ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ

ପୁରୀ :ପାଖେଇ ଆସୁଛି ନବ ବର୍ଷ । ବର୍ଷ ଶେଷ ହୋଇ ଆସୁଥିବା ବେଳେ ନୂଆ ବର୍ଷକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ ରହିଚି । ତେବେ ଆସନ୍ତା ନୂଆ ବର୍ଷ ନିଜ ପରିବାର, ବନ୍ଧୁ ବର୍ଗ ସମେତ ସାରା ବିଶ୍ୱ ବାସୀଙ୍କ ପାଇଁ ମଙ୍ଗଳ ମୟ ହେଉ ବୋଲି ସମସ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛନ୍ତି ।…
Read More...

ଖ୍ରୀଷ୍ଟମାସ ଅବସରରେ ସଚେତନତା ଭିତ୍ତିକ ବାଲୁକା କଳା

ପୁରୀ : ଖ୍ରୀଷ୍ଟମାସ ଉପଲକ୍ଷେ ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କରେ ନିର୍ମାଣ କରାଯାଇଛି ବିଭିନ୍ନ ସଚେତନତା ଭିତ୍ତିକ ବାଲୁକା କଳା ।ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ନିର୍ମାଣ କରିଛନ୍ତି ବାଲୁକା ସାନ୍ତା କ୍ଲଜ । ସେ ଏହି ବାଲୁକା କଳାରେ ସେଭ୍‌ ଟ୍ରିର ବାର୍ତ୍ତା ପ୍ରଚାର ପ୍ରସାର କରିଛନ୍ତି…
Read More...