ଆଉ ନାହାନ୍ତି ସିନେ ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ
ଭୁବନେଶ୍ୱର : ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ,ବିତରକ ତଥା ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ମୋହନ ସାହୁ ଆଉ ନାହାନ୍ତି। ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ!-->…
Read More...
Read More...