ଉପ ନିର୍ଦ୍ଦେଶକଙ୍କ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ
ପୁରୀ : କଟକ ସ୍ଥିତ କେନ୍ଦ୍ରାଞ୍ଚଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ହେମନ୍ତ କୁମାର ନାୟକ ଆଜି ଦିନିକିଆ ପୁରୀ ଜିଲ୍ଲା ଗସ୍ତରେ ଆସି ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ପରେ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭାଗର ସମ୍ମାନ!-->…
Read More...
Read More...