ଜାଗା ମିଶନରେ ୫ଟି ମହାନଗରର ୬୫ ହଜାର ଗରିବ ପରିବାରକୁ ମିଳିଲା ଭୂମି ଅଧିକାର ପ୍ରମାଣ ପତ୍ର
ଭୁବନେଶ୍ୱର: ଆପଣମାନେ ଖୁସି ତ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ।ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ ସହରର!-->…
Read More...
Read More...