ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଆସାମୀ ଗିରଫ
ହରଭଙ୍ଗା: ବୌଦ୍ଧ ଥାନା ଅନ୍ତର୍ଗତ ହରଭଙ୍ଗା ବ୍ଲକ ସାଂପୋଚ ଗ୍ରାମରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନାମତେ ଏକ ଘରୋଇ କଳିରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଆଜି ଦିନପ୍ରାୟ ୧୧ଘଣ୍ଟା ସମୟରେ ଗ୍ରାମର!-->…
Read More...
Read More...