କନ୍ଧମାଳ ଚାଇଲ୍ଡ ଲାଇନ ବନ୍ଦ ନେଇ କର୍ମଚାରୀଙ୍କ ସାମ୍ବାଦିକ ସମ୍ମିଳନୀ
ଫୁଲବାଣୀ : ଅଗଷ୍ଟ ୩୧ତାରିଖରେ କନ୍ଧମାଳ ଜିଲ୍ଲାର ଚାଇଲ୍ଡ ଲାଇନ ବନ୍ଦ ହୋଇଯାଇଥିବାରୁ କାର୍ଯ୍ୟରତ କର୍ମଚାରୀ ମାନଙ୍କ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କନ୍ଧମାଳ ଚାଇଲ୍ଡ ଲାଇନ ବିପଦରେ ପଡିଥିବା ଶିଶୁଙ୍କୁ ତୁରନ୍ତ ଉଦ୍ଧାର କରି ସୁରକ୍ଷା ଯୋଗାଇ ଦେଇ ଥାଇଥାନ କରାଉଥିଲେ!-->…
Read More...
Read More...