ଉତ୍ସବ ମୁଖର ସୁବର୍ଣ୍ଣପୁରର ଅଷ୍ଟଚଣ୍ଡୀଙ୍କ ପୀଠ, ତାରା ବେଶରେ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ
ସୁବର୍ଣ୍ଣପୁର : ସୋନପୁରର ଇଷ୍ଟ ଦେବୀ ମା' ସୁରେଶ୍ୱରୀଙ୍କ ପୀଠରେ ଷୋଡଶ ଉପଚାର ପୂଜା ଚାଲୁ ରହିଥିବା ବେଳେ ଆଜି ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ହୋଇଥିବା ବେଳେ ଆଜି ତାରା ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ମନ୍ଦିରରେ ନବଦିନ ବ୍ୟାପୀ ଚଣ୍ଡୀ!-->…
Read More...
Read More...