ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷ
ଭୁବନେଶ୍ୱର- ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ ପବିତ୍ରଙ୍କ ସମେତ ୧୩ କାଉନସିଲର ଇସ୍ତଫା ଦେଇଥିଲେ।
!-->!-->…
Read More...
Read More...