ଖରିଫ ଧାନ ପଞ୍ଜିକରଣ ପାଇଁ ପ୍ରଚାର ରଥ ଶୁଭାରମ୍ଭ କଲେ ଜିଲ୍ଲାପାଳ
ପାରଳାଖେମୁଣ୍ଡି,୨୨/୭:- ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି । ଖରିଫ ଧାନ ବିକ୍ରି ପାଇଁ ନାମ ପଞ୍ଜିକରଣ କରିବା ଲାଗି ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ!-->…
Read More...
Read More...