ବିପୁଳ ପରିମାଣରେ ଦେଶୀ ମଦ ନଷ୍ଟ କଲା ଅବକାରୀ ବିଭାଗ
କଟକ:ଆଠଗଡ ବନଖଣ୍ଡ ଅନ୍ତର୍ଗତ ଡାଳୁଆ ଏବଂ ଖଣ୍ଡୁଆଳି ସଂରକ୍ଷିତ ଜଙ୍ଗଲରେ ଚାଲିଥିବା ଦେଶୀମଦ କାରଖାନା ଉପରେ ଆଜି ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଦେଶୀମଦ ଓ ମଦ ପ୍ରସ୍ତୁତ ପାଇଁ ରହିଥିବା ଗୁଡ଼ପୋଚ ଜବତ କରି ତାକୁ ଘଟଣା ସ୍ଥଳରେ ନଷ୍ଟ କରିଥିବା ଜଣାପଡିଛି । ଜିଲ୍ଲା!-->…
Read More...
Read More...