୭ମ ଦିନରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ଧାରଣା
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘର ଧାରଣା ୭ମ ଦିନରେ ପହଞ୍ଚିଛି । ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୮ ତାରିଖ ଠାରୁ ୨ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ଆନ୍ଦୋଳନ ଯୋଗୁଁ!-->…
Read More...
Read More...