ଚନ୍ଦ୍ର ଅଭିମୁଖେ ଚନ୍ଦ୍ରଯାନ-୩, ସଫଳ ଉତକ୍ଷେପଣ
ନୂଆଦିଲ୍ଲୀ : ମହାକାଶ ବିଜ୍ଞାନ କ୍ଷେତ୍ରରେ ଯୋଡ଼ିହେଲା ଏକ ନୂଆ ଅଧ୍ୟାୟ। ଚନ୍ଦ୍ରପୃଷ୍ଟକୁ ସଫଳ ଉତକ୍ଷେପଣ ହେଲା ଚନ୍ଦ୍ରଯାନ- ୩ । ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟା ସତୀଶଧାୱନ ସ୍ପେସ୍ ସେଣ୍ଟରରୁ ଉତକ୍ଷେପଣ ହେଲା ଚନ୍ଦ୍ରଯାନ-୩ । ଚନ୍ଦ୍ରର ଅପହଞ୍ଚ ଅଞ୍ଚଳରେ ପହଞ୍ଚି ଇତିହାସ ରଚିବା!-->…
Read More...
Read More...