ଖଡଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଉପକୃତ ହେବେ ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳର ୨୦ ହଜାର ଲୋକ
ଭୁବନେଶ୍ୱର: ଖଡଗ ନଦୀରେ ନିର୍ମାଣ ହେବ ନଦୀଗର୍ଭ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା ତିନୋଟି ଜିଲ୍ଲା!-->…
Read More...
Read More...