ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ୭୪ତମ ବନ ମହୋତ୍ସବ ପାଳିତ

ବାଲିଗୁଡ଼ା: :ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏବଂ ବନାଞ୍ଚଳ ଅଧିକାରୀ ଉଦିତ୍ ପ୍ରଧାନଙ୍କ ତତ୍ବାବଧାନରେ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ୨ ନଂ
Read More...

ଯୁକ୍ତ ୨ ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ:

ଭୁବନେଶ୍ବର: ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶିତ ହୋଇଛି। ଏଥର ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଗରେ ରହିଛି। ଏହି ଶିକ୍ଷାନୁଷ୍ଠାନରେ କଳାରେ ୮୦, ବିଜ୍ଞାନରେ ୯୧.୬୭ ଓ ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟ୍‌ ଅଫ୍‌ ରହିଛି।
Read More...

ଶ୍ରାବଣ ମାସରେ ଲୋକନାଥ ମନ୍ଦିରରେ ଜଳ ଲାଗି ବ୍ୟବସ୍ଥା ବୈଠକ

ପୁରୀ : ଲୋକନାଥ ମନ୍ଦିରରେ ଶ୍ରାବଣ ମାସରେ କାଉଡ଼ିଆମାନେ ଜଳ ଲାଗି ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଭବତାରଣ ସାହୁ ଅଧ୍ୟକ୍ଷତା କରିବା ସହ ଚଳିତ ବର୍ଷ
Read More...

୫-ଟି ସଚିବଙ୍କ ହରଭଙ୍ଗା ବ୍ଲକ ଗସ୍ତ: ମା’ ଭୈରବୀଙ୍କ ଦର୍ଶନ କଲେ, ମନ୍ଦିର ପରିସରରେ ଗଛ ଲଗାଇଲେ

ବୌଦ୍ଧ /ହରଭଙ୍ଗା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ ଆଜି ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରଥମେ ଜିଲ୍ଲାର କଣ୍ଟାମାଳ ବ୍ଲକ ଆମ୍ବଗାଁ ଜନତା ହାଇସ୍କୁଲ ପଡିଆ ହେଲିପେଡରେ
Read More...

ହରିଶଙ୍କର ମାଁ ବିନ୍ଧ୍ୟବାସିନୀ ମନ୍ଦିରର ପଡ଼ିଆର ସୁରକ୍ଷା ପାଇଁ ସର୍ବଭାରତୀୟ ବିଂଝାଲ ସମାଜ ପକ୍ଷରୁ ଦାବି

ପାଟଣାଗଡ଼ : ହରିଶଙ୍କର ସ୍ଥିତ ମାଁ ବିନ୍ଧ୍ୟବାସିନି ମନ୍ଦିର ପ୍ରାଙ୍ଗଣରେ ଥିବା ୫୬ ଡିସିମିଲ ପଡ଼ିଆର ସୁରକ୍ଷା କରିବା ନେଇ ସର୍ବଭାରତୀୟ ବିଞ୍ଝାଲ ସମାଜ ପକ୍ଷରୁ ସମ୍ବଲପୁର ରେଭେନ୍ୟୁ ଡିଭିଜନାଲ କମିଶନର (ଆରଡିସି ) ସେକ୍ରେଟାରୀ ସୁକାନ୍ତ ତ୍ରିପାଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
Read More...

୭୪ ତମ ବନ ମହୋତ୍ସବ ପାଳିତ, ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗଦେଲେ

ନୂଆପଡ଼ା: ନୂଆପଡ଼ା ବ୍ଲକ ଗୋଡଫୁଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଟପରପାଳି ଗ୍ରାମ ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ୭୪ତମ ବନ ମହୋତ୍ସବ ପାଳିତ ହୋଇଯାଇଅଛି । ଏହି ବନ ମହୋତ୍ସବରେ ଓଡ଼ିଶା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଯୋଗ ଦେଇ ପରିବେଶ ସୁରକ୍ଷା
Read More...

୧୧ ବାଘ ଶିକାରୀ ଗିରଫ ; ବାଘ ଛାଲ,ନଖ ଓ ମାଂସ ଜବତ

ବାଲିଗୁଡ଼ା: ଜଙ୍ଗଲରେ କଲରାପତରିଆ ବାଘ ଶୀକାର କରି ଛାଲ,ନଖ ବାହାରକରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ,ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୧୧
Read More...

ଛାତ୍ରଛାତ୍ରୀଙ୍କ ସାହାଯ୍ୟ ନିମନ୍ତେ ବିଜୁ ଛାତ୍ର ଜନତା ଦଳର “ହେଲ୍ପ ଡେସ୍କ”

ଭୁବନେଶ୍ୱର : ଆରମ୍ଭ ହୋଇଛି ଏକକ ପିଜି ପ୍ରବେଶିକା ପରୀକ୍ଷା | ପରୀକ୍ଷା ଦେବାକୁ ସାରା ରାଜ୍ୟରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଛୁଟି ଆସୁଛନ୍ତି ସାରା ରାଜ୍ୟର ଛାତ୍ରଛାତ୍ରୀ | ୪୦୦ ଏକର ବିଶିଷ୍ଟ ବିଶ୍ୱବିଦ୍ୟାଳୟ ପରିସରରେ ୫୦ରୁ ଉର୍ଦ୍ଧ ବିଭାଗ ଥିବା ବେଳେ ନିଜ ସେଣ୍ଟର ଖୋଜି ପରୀକ୍ଷା ଦେବାକୁ
Read More...

ପୋଲିସ ଡିଆଇଜିଙ୍କ ଦିନିକିଆ ନୂଆପଡ଼ା ଗସ୍ତ, ପୋଲିସ ଉଦ୍ୟାନ ଉଦଘାଟିତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲାକୁ ଦିନିକିଆ ଗସ୍ତରେ ଦକ୍ଷିଣପଶ୍ଚିମାଞ୍ଚଳ ପୋଲିସ ଡିଆଇଜି ଚରଣ ସିଂ ମୀନା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିଛନ୍ତି । ସେଥିମଧ୍ୟରୁ ନୂଆପଡ଼ା ପୋଲିସ ଥାନା ପରିସର ମଧ୍ୟରେ ଆରମ୍ଭ ହୋଇଥିବା ପୋଲିସ ଉଦ୍ୟାନକୁ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ
Read More...

ଟେଷ୍ଟ ର‍୍ୟାଙ୍କିଙ୍ଗ୍‌ରେ ଅଲଟପାଲଟ, କେନ୍‌ ନମ୍ବରୱାନ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ବୁଧବାର ଟପ-୧୦ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏହି ତାଲିକାରେ କେନ ୱିଲିୟମସନ ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଆଇପିଏଲର ୧୦ତମ ସିଜନରେ ଆହତ ହେବା ପରଠାରୁ ନ୍ୟୁଜିଲାଣ୍ଡ ଦଳର ପୂର୍ବତନ ଅଧିନାୟକ ୱିଲିୟମସନ
Read More...