ବାଲିଗୁଡାର ଟ୍ରେଜେରି କଲୋନୀ ରାସ୍ତା ଅବସ୍ଥା ଶୋଚନୀୟ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ୧୨ ନଂ.ୱାର୍ଡ଼ରେ ଅବସ୍ଥିତ ଟ୍ରେଜେରି କଲୋନୀ । ଏହି କଲୋନୀ ବାଲିଗୁଡା ଅଞ୍ଚଳର ସର୍ବ ପୁରାତନ କଲୋନୀ ଭାବେ ପରିଚିତ । ଉକ୍ତ ରାସ୍ତା ବର୍ତ୍ତମାନ ସମ୍ପୂର୍ଣ୍ଣ ଖାଲ ଖମାରେ ଭରି ହୋଇ ରହିଛି । ଫଳରେ ଯାତାୟତ ସମୟରେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି!-->…
Read More...
Read More...