ସିନାପାଲି ଥାନାଧିକାରୀଙ୍କୁ ବିଦାୟ ସମ୍ୱର୍ଦ୍ଧନା
ନୂଆପଡ଼ା : ନୂଆପଡା ଜିଲ୍ଲା ସିନାପାଲି ଥାନା ଅଧିକାରୀ ଡମ୍ୱରୁଧର ପ୍ରଧାନଙ୍କ ବିଦାୟୀକାଳୀନ ସମ୍ୱର୍ଦ୍ଧନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସିନାପାଲି ଥାନା ଏସଆଇ ଗୌରୀଶଙ୍କର ଦାସ କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ଖଡିଆଳ ଏସଡିପିଓ ଅରୁପ ଅଭିଷେକ!-->…
Read More...
Read More...