ସୁବର୍ଣ୍ଣପୁର ସହର ଡ୍ରେନେଜ୍‌ ସ୍ଥିତିର ପରିଦର୍ଶନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର: ବର୍ଷାକୁ ଦୃଷ୍ଟିରେ ରଖି ଆଜି ସକାଳେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ସୋନପୁର ସହରର ବିଭିନ୍ନ ୱାର୍ଡ ପରିଦର୍ଶନ କରି ସହରର ଡ୍ରେନେଜ୍‌, ପରିମଳ ତଥା ପିଇବା ପାଣି ବ୍ୟବସ୍ଥା ସ୍ଥିତିର ସରଜମିନ ସମୀକ୍ଷା କରିଛନ୍ତି । ଆଜି ସକାଳେ ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ ସହରର
Read More...

ଶିକ୍ଷକ ସଂଘ ତରଫରୁ ନୂତନ ବିଇଓଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଘୁ. ଉଦୟଗିରି: ସ୍ଥାନୀୟ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏନପିଏସ) ତରଫରୁ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବ୍ୟ ପ୍ରକାଶ ପ୍ରଧାନ ବିଇଓଙ୍କୁ ଗୋଷ୍ଠୀ ଶିକ୍ଷା କେନ୍ଦ୍ର ଦାୟିତ୍ୱ ଗ୍ରହଣ କରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସଂଘ ତରଫରୁ ସଭାପତି ଶାନ୍ତନୁ କୁମାର ପ୍ରଧାନ,
Read More...

ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ନୟାଗଡ଼ ପୋଲିସ

ଦଶପଲ୍ଲା : କାରରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ନୟାଗଡ଼ ଟାଉନଥାନା ପୋଲିସ । କାର ସହ ୭୦ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ନୟାଗଡ ପୁଲିସ । ଗିରଫ ଅଭିଯୁକ୍ତ ଜଣଙ୍କ କନ୍ଦମାଳର ଆଶିଶ୍‌ କୁମାର ପ୍ରଧାନ । ସୂଚନା ଅନୁଯାୟୀ ନୟାଗଡ଼ ଲେଙ୍କୁଡିପଡା ଠାରେ
Read More...

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା
Read More...

ତୀରନ୍ଦାଜୀ ଟେନିଶାଙ୍କୁ ଜିଲ୍ଲାପାଳଙ୍କ ଶୁଭେଚ୍ଛା

ବୌଦ୍ଧ,୧୪/୭- କ୍ରୀଡା ଓ ଯୁବ ସେବା ବିଭାଗ ଓଡିଶା ସରକାରଙ୍କ ଦ୍ୱାରା କ୍ରୀଡା ହଷ୍ଟେଲରେ ଅଧ୍ୟୟନ ସକାଶେ ତୀରନ୍ଦାଜ କ୍ଷେତ୍ରରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଂଘର ସୁଶ୍ରୀ ଟେନିଶା ମେହେର ଚୟନ ହୋଇଥିବାରୁ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଟେନିଶାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟେନିଶା
Read More...

ନୂଆପଡା ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ

ନୂଆପଡ଼ା : ନୂଆପଡା ଜିଲ୍ଲା ଖରିଆରରୋଡ଼ ସ୍ଥିତି ହୋଟେଲ ସ୍ୱସ୍ତିକରେ ଆଜି ବରିଷ୍ଠ ଆଇନଜୀବୀ ତଥା ବରିଷ୍ଠ ସାମ୍ବାଦିକ ବିଶ୍ୱଜିତ ପାଢୀଙ୍କ ଅଧକ୍ଷତାରେ ନୂଆପାଡା ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସମାଜରେ ସାମ୍ବାଦିକଙ୍କ
Read More...

ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଉଦେପଦର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣଠାରେ ଜିଲ୍ଲା ଶ୍ରମବିଭାଗ ତରଫରୁ ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ବିଜୁସେତୁ ଯୋଜନାର ଉପଦେଷ୍ଟାଙ୍କ ବୌଦ୍ଧ ଜିଲ୍ଲା ଗସ୍ତ, ଜିଲ୍ଲାର ସମସ୍ତ ବିଜୁ ସେତୁକୁ କରିବେ ସମୀକ୍ଷା

ହରଭଙ୍ଗା : ଓଡିଶା ସରକାରଙ୍କ ବିଜୁ ସେତୁ ଯୋଜନାର ଉପଦେଷ୍ଟା ଶରତ ଚନ୍ଦ୍ର ପାତ୍ରଙ୍କ ଶୁକ୍ରବାର ଦିନ ବୌଦ୍ଧ ଜିଲ୍ଲା ଗସ୍ତରେ ଅଛନ୍ତି । ସେ ପ୍ରଥମେ ହରଭଙ୍ଗା ବ୍ଲକର ନିର୍ମାଣ ଥିବା ବିଜୁ ସେତୁ ଗୁଡିକ ପରିଦର୍ଶନ କରିଥିଲେ । ଏହି ଅବସରରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ସରିଥିବା ଯାଜପୁର
Read More...

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର:ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ, ଆମ୍ରି ହସ୍ପିଟାଲ ଭୁବନେଶ୍ୱର  ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣକରିବାରେ ସଫଳ ହୋଇପାରିଛି । ଆମ୍ରିର କ୍ଲିନିକାଲ ଉକ୍ରର୍ଷତା ଓ  ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ  ପ୍ରତିସ୍ଥାପନ ଏବଂଓଡ଼ିଶାକୁ
Read More...

ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ

ପୁରୀ : ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋଲାଯାଉଛି ରଥ । ବିଶ୍ୱକର୍ମାମହାରଣାଙ୍କ ତତ୍ତ୍ୱାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହାପରେ ନନ୍ଦିଘୋଷ ଓ ପରେ ତାଳଧ୍ୱଜ ରଥର
Read More...