ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ,ଚାଳକ ଗୁରୁତର

ବାଲିଗୁଡ଼ା: ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଚାଳକକୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଘଟଣା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ବ୍ୟକ୍ତିଗତ କାର୍ଯ୍ୟ
Read More...

ବାଲିଗୁଡାରେ ମହା ଆଡ଼ମ୍ବରରେ ବାହୁଡ଼ା ଯାତ୍ରା ପାଳିତ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦିନ ତମାମ ସାମାନ୍ୟ ମେଘୁଆ ଓ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ମହା ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି । ପୂର୍ବ ନିର୍ଘଣ୍ଟ ପ୍ରକାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ ଅନୁଷ୍ଠିତ ହୋଇଥିଲା । ଏହାପରେ
Read More...

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା, ତିନି ଆହତ

ବାଲିଗୁଡ଼ା : ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ତିନିଜଣ ଆରୋହୀ ଗୁରୁତର । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ ତିନିଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ପ୍ରଫୁଲ ସଭାସୁନ୍ଦର, ତାଙ୍କ ବଡ ପୁଅ ସଞ୍ଜୟ
Read More...

ଫୁଲବାଣୀରେ ବାହୁଡା ଯାତ୍ରା ସଂପନ୍ନ

ଫୁଲବାଣୀ: ବୁଧବାର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ଯ୍ୟାୟ ଯାହାକି ପବିତ୍ର ବାହୁଡା ଯାତ୍ରା ନାମରେ କଥିତ । ବାହୁଡିଛନ୍ତି ଚ଼ତୁର୍ଦ୍ଧାମୂର୍ତ୍ତି ନିଜ ମନ୍ଦିର ଅଭିମୁଖେ । ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ଏହି ଯାତ୍ରା । ଖରା ଗୁଳୁ ଗୁଳି ସତ୍ତେ୍ୱ ବାହୁଡା ଯାତ୍ରାରେ
Read More...

ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ବାହୁଡା଼ ଯାତ୍ରା

ହରଭଙ୍ଗା :ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ବିଶ୍ୱର ନାଥ ଜଗନ୍ନାଥଙ୍କ ଆଜି ଶ୍ରୀମନ୍ଦିରକୁ ବାହୁଡା଼ । ଏହି ଯାତ୍ରାକୁ ବିଶ୍ୱ ସ୍ତରରେ ପାଳନ କରୁଥିବା ବେଳେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ମହା ଆଡମ୍ବର ସହ ବାହୁଡା଼ ଯାତ୍ରା ପାଳିତ ହୋଇଯାଇଛି । ସେହିପରି ବ୍ଲକର ତିଳେଶ୍ୱର
Read More...

ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଯୋଗଦାନ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ପ୍ରହଲ୍ଲାଦ ଖୋସ୍ଲା ଯୋଗ ଦେଇଛନ୍ତି । କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ସୁନା ପୁଅ ଶ୍ରୀ ଖୋସ୍ଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି
Read More...

ଗୋତମୁଣ୍ଡା ବାହୁଡା ଯାତ୍ରା ;ଏକ ନିଆରା ପରମ୍ପରା

କୋକସରା : ଆଜି ହେଉଛି କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା । ଏଠି କିନ୍ତୁ ନିଆରା ଢଙ୍ଗରେ ପାଳିତ ହୁଏ ରଥଯାତ୍ରା । ଗ୍ରାମ୍ୟ ଦେବାଦେବୀଙ୍କ ଲାଠି, କୁର୍ସୀ ଓ କାଳିଶୀ ଗହଣରେ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ବାହୁଡନ୍ତି ଶ୍ରୀଜୀଉ । ଏପରି ଏକ ନିଆରା ପରମ୍ପରା ଦେଖିବାକୁ ମିଳେ
Read More...

ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ

ବାଲିଗୁଡ଼ା: ବିଏସ୍‌ଏନ୍‌ଏଲ୍‌ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଥିବା ଜଣେ ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲ୍ଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ହୋଇଥିବା ଜଣାପଡ଼ିଛି । ସୂଚନା
Read More...

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଧ୍ୟାତ୍ମିକ ପରିବେଶରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍
Read More...

ଫୁଲବାଣୀ ଅବକାରୀ ବିଭାଗ ଜବତ କଲା ଚାରି କ୍ୱିଣ୍ଟାଲ ଗଞ୍ଜେଇ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା । ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁଟୁଣି ପଦର ଗ୍ରାମ ନିକଟ ଜଙ୍ଗଲରୁ ଜବତ କଲା ଚାରି କ୍ୱିଣ୍ଟାଲ ଗଞ୍ଜେଇ । ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇ ଅବକାରୀ ଅଧିକ୍ଷକ
Read More...