ଦାରିଙ୍ଗବାଡିରେ ଖସୁଛି ପାରଦ
ଦାରିଙ୍ଗବାଡି: ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ ଅଧିକା ଅନୁଭୂତ ହେଉଛି ବିନା ଶୀତ ବସ୍ତ୍ରରେ ବାଇକ କିମ୍ବା ଖୋଲା ଯାନରେ!-->…
Read More...
Read More...