ମାରୱାଡି ଯୁବାମଞ୍ଚ ପକ୍ଷରୁ ମେଗା ରକ୍ତଦାନ ଶିବିର

ସୁବର୍ଣ୍ଣପୁର: ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ସୋନପୁର ମାରୱାଡି ଯୁବାମଞ୍ଚ ପକ୍ଷରୁ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଏସପି ଅମରେଶ ପଣ୍ଡା, ଏଡିଏମଓ ମେଡିକାଲ ଡ଼.
Read More...

ଟିଏନଟିର ଛାତ୍ର ଆଦିତ୍ୟ ଓ ପ୍ରଫୁଲ୍ଲଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର : ରବିବାର ରାଜ୍ୟର ପ୍ରମୁଖ ଗଣମାଧ୍ୟମ ଗୁଡିକ ତରଫରୁ ଚଳିତ ବର୍ଷ +୨ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଶ୍ରେଷ୍ଠ ୫୦ ଜଣ ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ୱର ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା । ସେମାନଙ୍କ ମଧ୍ୟରେ ବ୍ରହ୍ମପୁର ସ୍ଥିତ ଟି.ଏନ.ଟି ସ୍କିଲ
Read More...

ଶକ୍ତିକାନ୍ତଙ୍କୁ ‘ଗଭର୍ଣ୍ଣର ଅଫ୍‌ ଦ ଇୟର’ ପୁରସ୍କାର

ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ନର ଅଫ୍‌ ଦ ଇୟର’ ପୁରସ୍କାର ପ୍ରଦାନ କରାଯାଇଛି। ଏହି ସମ୍ମାନ ଲଣ୍ଡନ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ଦ୍ୱାରା ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଗଭର୍ଣ୍ଣରଙ୍କୁ ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର
Read More...

ଫୁଲବାଣୀରେ ଗୁଳିକାଣ୍ଡ, ଜଣେ ଗୁରୁତର

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀର ଟାଉନ ଥାନା ଅନ୍ତର୍ଗତ ଡାକପାଲା ଗ୍ରାମରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତରିତ କରାନଯାଇଛି । ସୂଚନା ମୁତାବକ ଅଜିତ ଗତ ରାତି
Read More...

ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍‌ , ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ବାଲିଗୁଡ଼ା: ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍‌ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗଦ୍ରଙ୍ଗିଆ ଘାଟି ନିକଟରେ । ସୂଚନା ପ୍ରକାରେ ଆଜି ସକାଳେ ବାଲିଗୁଡ଼ା ଥାନା ବାରଖମା ଗ୍ରାମରୁ (ଏମ୍‌ ଏଚ୍‌ ୪୦
Read More...

ରଜ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ବାର୍ତ୍ତାରେ ଲେଖିଛନ୍ତି, କୃଷିଭିତ୍ତିକ ପର୍ବ ରଜ ଉପଲକ୍ଷେ
Read More...

ଗ୍ୟାସ ଦର ହ୍ରାସ ଦାବିରେ ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜେଡି

ଭୁବନେଶ୍ୱର: ରନ୍ଧନ ଗ୍ୟାସ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନିରବ ରହୁଛନ୍ତି ତାହାର ପ୍ରତିବାଦରେ ଆସନ୍ତାକାଲି ପୂର୍ବାହ୍ନ ୧୦ ଘଟିକା ସମୟରେ ରାଜଭବନ ସମ୍ମୁଖରେ ବିଜୁ ଜନତା
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନିମନ୍ତେ ଜିଲ୍ଲା ସ୍ତରରେ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର :ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଳୟ ଓ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗର ମିଳିତ ଆନୁକୂଲ୍ୟରେ ଆସନ୍ତା ୨୧ତାରିଖରେ ଆନ୍ତର୍ଜାତୀୟ ଯୋଗଦିବସ ପାଳନ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନକୁ ସୁବ୍ୟବସ୍ଥିତ ତଥା
Read More...

ବସ୍ତି ବାସିନ୍ଦାଙ୍କୁ ପାନୀୟ ଜଳ ଯୋଗାଣ, ସରପଞ୍ଚଙ୍କୁ ଗ୍ରାମବାସୀଙ୍କ ପ୍ରଶଂସା

ହରଭଙ୍ଗା:ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପଞ୍ଚାୟତର ସରପଞ୍ଚ ଅଶୋକ ସେଠୀଙ୍କ ଉଦ୍ୟମରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରାଯାଇଥିବା ଜଣାପଡିଛି । ସୂଚନା ମତେ ମଙ୍ଗଳବାର ଦିନ ଏକ ପାଣି ଟ୍ୟାଙ୍କର ଯୋଗେ ପୁରୁଣାକଟକ ପଞ୍ଚାୟର ଉଦୟପୁର ଓ ପୁରୁଣା କଟକ କଲୋନୀ ସାହିରେ ସରପଞ୍ଚଙ୍କ
Read More...

ପାଚିକା -ସହାୟିକାମାନଙ୍କୁ ଭତ୍ତା ବାଣ୍ଟିଲେ ମୁଖମନ୍ତ୍ରୀ,ଶାଢ଼ି ପାଇଁ ପ୍ରତ୍ୟେକ ପାଇଲେ ୫୦୦ ଟଙ୍କା ଭତ୍ତା

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ 117 .73 କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ଆର୍ଥିକ ସହାୟତା ଭାବେ
Read More...