ବୋମା ବିସ୍ଫୋରଣରେ ଜଣେ ଗୁରୁତର
ପାଟଣାଗଡ : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅନ୍ତର୍ଗତ ବିଲେଇସାଥି ଗାଁରେ ଜଣେ ବ୍ୟକ୍ତି ବୋମା ବିସ୍ଫୋରଣରେ ଗୁରୁତର ଆହତ ହୋଇ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଅପରାହ୍ନ ଚାରିଟା ସମୟରେ ଉକ୍ତ ଗ୍ରାମର ହେମସାଗର ସାହୁ (୩୫) ଶୌଚ କରିବା!-->…
Read More...
Read More...