ଶେରଗଡ଼ରୁ ପୁରୀକୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍, ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ରୁ ଗଡିଲା ପ୍ରଥମ ଏସି ବସ୍ ‘ଜଗନ୍ନାଥ ଏକ୍ସପ୍ରେସ୍’ ଗଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫେରେନ୍ସ ଜରିଆରେ ଶେରଗଡ-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ ସେବା ଚଳାଚଳକୁ ପତକା ହଲାଇ!-->…
Read More...
Read More...