ବଢିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ଦର
ନୂଆଦିଲ୍ଲୀ: ଦିଲ୍ଲୀରେ ଏଲପିଜି ଗ୍ୟାସ ସିଲିଣ୍ଡରର ଦର ବୃଦ୍ଧି ପାଇଛି। ତୈଳ କମ୍ପାନୀଗୁଡିକ ଗୋଟିଏ ସିଲିଣ୍ଡରର ମୂଲ୍ୟ ୭ ଟଙ୍କା ବୃଦ୍ଧି କରିଛନ୍ତି। ତେବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହାର ମୂଲ୍ୟ ଦୀର୍ଘ ସମୟ ଧରି ସ୍ଥିର ରହିଛି । ବର୍ତ୍ତମାନ!-->…
Read More...
Read More...