ଭୁବନେଶ୍ବରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ଭୁବନେଶ୍ବର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
Read More...

ଭିଜିଲାନ୍ସ ଜାଲରେ ରାଜସ୍ୱ ସହାୟକ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ। ଠୁଳ କରିଥିଲେ ଆୟଠୁ ଅଧିକା। ସମ୍ବଲପୁର ବନ୍ଦୋବସ୍ତ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବାସୁଦେବ ଭୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଭିଜିଲାନ୍ସ।    ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍
Read More...

‘ଇନଷ୍ଟାଗ୍ରାମ୍ ରେ ବ୍ଲକ୍ କରିବାରୁ ଯୁବତୀଙ୍କୁ ଆକ୍ରମଣ କଲେ ଯୁବକ

ନୂଆଦିଲ୍ଲୀ: ବେଙ୍ଗାଲୁରୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ, ଜଣେ ବ୍ୟକ୍ତି ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଉଲ୍ଲାଲ୍ ମେନ୍ ରୋଡ୍ ସ୍ଥିତ ଜ୍ଞାନଜ୍ୟୋତିନଗରରେ ଘଟିଛି। ପୀଡିତାଙ୍କ ଅଭିଯୋଗ କ୍ରମେ ଅଭିଯୁକ୍ତ ନବୀନ
Read More...

ସ୍ୱସ୍ତିକ ସାମଲ କିଏ? ଦ୍ୱିଶତକ ହାସଲ କରି ଇତିହାସ ରଚିଲେ ଓଡ଼ିଶାର ବ୍ୟାଟସମ୍ୟାନ୍

କଟକ। ରେକର୍ଡ ବୁକରେ ନିଜ ନାମ ରଖିଛନ୍ତି ଓଡ଼ିଶାର ବ୍ୟାଟସମ୍ୟାନ୍ ସ୍ୱସ୍ତିକ ସାମଲ। ବୁଧବାର ବିଜୟ ହଜାରେ ଟ୍ରଫିରେ ସୌରାଷ୍ଟ୍ର ବିପକ୍ଷରେ ସେ ଦ୍ୱିଶତକ ହାସଲ କରିଥିଲେ। ସେ ୧୬୯ ବଲ୍ ରେ ୨୧୨ ରନ ସଂଗ୍ରହ କରିଥିଲେ। ବିଜୟ ହଜାରେ ଟ୍ରଫିରେ ଦ୍ୱିଶତକ ହାସଲ କରିବାରେ ସାମଲ ପ୍ରଥମ ଓଡ଼ିଶା
Read More...

ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ

ଫୁଲବାଣୀ : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ପୋଲିସ ଗୁଳିରେ ଟଳିଲା ଟପ୍ ମାଓ ନେତା ଗଣେଶ । ସୁରକ୍ଷାକର୍ମୀ ଗୁଳିରେ ଟପ୍ ମାଓନେତା ଗଣେଶ ସମେତ ୪ ମାଓବାଦୀ ନିହତ ହୋଇଛନ୍ତି । ସେ ଓଡ଼ିଶା କ୍ୟାଡର ମୁଖ୍ୟ ରହିଥିଲେ । ଯାହା ମୁଣ୍ଡ ଉପରେ ୧ କୋଟି ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି
Read More...

ବିଜେଡିର ପ୍ରତିଷ୍ଠା ଦିବସ ପୂର୍ବରୁ ସାଂଘାତିକ ବୟାନ ଦେଲେ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ

ଭୁବନେଶ୍ବର:ଆସନ୍ତାକାଲି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ। ଏହା ପୂର୍ବରୁ ଦଳର ବରିଷ୍ଠ ନେତା ଭୂପିନ୍ଦର ସିଂ ବିସ୍ଫୋରକ ବୟାନ ଦେଇଛନ୍ତି। ଅବଶ୍ୟ ଆଗରୁ ବି ସେ କେତେ ଥର ବିଜେଡି ସଂପର୍କରେ ବିସ୍ଫୋରକ ବୟାନ ଦେଇ ରାଜ୍ୟ ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛନ୍ତି। ଏଥର ବରିଷ୍ଠ ବିଜେଡି ନେତା
Read More...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ

ଭୁବନେଶ୍ବର: ଧାନ ସଂଗ୍ରହରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ଏବଂ କୌଣସି ପରିସ୍ଥିତିରେ ଚାଷୀଙ୍କ ହକ୍‌ ଉପରେ ଆଞ୍ଚ୍ ନ ଆଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭାଗୀୟ ଅଧିକାରୀମାନଙ୍କୁ ଚେତାଇ ଦେଇଛନ୍ତି। ସେହିପରି ମିଲର୍‌ମାନେ ଯେପରି ଚାଷୀଙ୍କଠାରୁ ଠିକ୍ ଭାବରେ ଧାନ ସଂଗ୍ରହ କରିବେ
Read More...

ମିଶନ ବିଶ୍ୱକପ-2026 : ଜାଣନ୍ତୁ ଟିମ୍ ଇଣ୍ଡିଆର ଶକ୍ତି ଓ ଦୁର୍ବଳତା

ନୂଆଦିଲ୍ଲୀ: 2026 ରେ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହେବାକୁ ଥିବା T20 ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆର 15 ଜଣିଆ ଦଳ ଘୋଷଣା କରାଯାଇଛି। 'ମିଶନ ବିଶ୍ୱକପ୍' ପାଇଁ, ସୂର୍ଯ୍ୟକୁମାର ଯାଦବ ଭାରତୀୟ ଦଳର ନେତୃତ୍ୱ ନେବେ ଓ ଅକ୍ଷର ପଟେଲ ତାଙ୍କ ଡେପୁଟି ଭାବେ କାର୍ଯ୍ୟ କରିବେ।ଗିଲଙ୍କୁ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର
Read More...

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି
Read More...