୨୮ ଗୋଟି ପ୍ରକଳ୍ପ ପାଇଁ ୨ କୋଟିର ଆର୍ଥିକ ସହାୟତା ପ୍ରଦାନ
ନୂଆପଡ଼ା,୧୧/୭- ନୂଆପଡା ଜିଲ୍ଲା ଖଡ଼ିଆଳସ୍ଥିତ ଅଗ୍ରସେନ ଭବନ ପରିସରରେ ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ଏକ କାର୍ଯ୍ୟାଦେଶ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ନୂଆପଡା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲ ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କ ମନ୍ତ୍ରୀ!-->…
Read More...
Read More...