ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିକୁ ଶକ୍ତ ଝଟକା, ବିଜେଡିରେ ଯୋଗଦେଲେ ଜିଲ୍ଲା ବିଜେପି ସଭାପତି ମଙ୍ଗଲ ସାହୁ
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ଥିବାବେଳେ ଆଜି ଭାରତୀୟ ଜନତା ପାର୍ଟିକୁ ଶକ୍ତ ଝଟକା ଲାଗିଛି । ଦୀର୍ଘ ୨୫ ବର୍ଷ ଧରି ବିଜେପିର ବିଭିନ୍ନ ପଦ ପଦବୀରେ ଥିବା ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତି ମଙ୍ଗଲ ସାହୁ ଆଜି ବିଜେପି ଛାଡ଼ି ବିଜେଡିରେ ଯୋଗ!-->…
Read More...
Read More...