ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ
ସୁବର୍ଣ୍ଣପୁର : ଅର୍ଥ ଓ ସଂସଦୀୟ ବ୍ୟାପାର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ସୁବର୍ଣ୍ଣପୁର ପୌର ପରିଷଦର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ମାନ୍ୟବର ମନ୍ତ୍ରୀ ଏହି ପରିପ୍ରେକ୍ଷୀରେ ପୌରାଞ୍ଚଳର!-->…
Read More...
Read More...