ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ
ବୌଦ୍ଧ,୨୯/୪:- ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ସ୍ଥାନୀୟ ଟାଉନହଲ ଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ଚାଷୀ, କଲେଜ ଛାତ୍ର, ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଧନ ନିରୀକ୍ଷକମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା!-->…
Read More...
Read More...