ପୁରୀରେ ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ପୁରୀ : ପୁରୀରେ ପର୍ଯ୍ୟଟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପୁରୀ ସି-ବିଚ୍ ଥାନା ଅନ୍ତର୍ଗତ ମହିଳା ମହାବିଦ୍ୟାଳୟ ନିକଟରେ ଥିବା ଏକ ହୋଟେଲ୍ରୁ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ଅନସ ଭି.କେ । ସେ କେରଳର ବାସିନ୍ଦା ବୋଲି ଜଣାପଡ଼ିଛି । ତେବେ ଖବର ପାଇବା ପରେ ସି!-->…
Read More...
Read More...