ଆଜି ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି
ପୁରୀ : ଚୈତ୍ର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି ଅନୁଷ୍ଠିତ ହେଉଛି । ଦକ୍ଷିଣ ଘର ଭୋଗ ଶେଷ ପରେ ରାମକୃଷ୍ଣଙ୍କୁ ସିଂହାସନକୁ ବିଜେ କରାଯାଇ ଆଜ୍ଞା ମାଳ ପ୍ରଦାନ କରାଯାଇଥିଲା । ଗତଦିନ ଅଧିବାସ ହୋଇଥିବା କନ୍ଦର୍ପ ପଟିକୁ ମହାଜନେ ବିଜେ କରାଇ ଘଣ୍ଟା, ଛତା, କାହାଳୀ!-->…
Read More...
Read More...