ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା ଉଦଯାପିତ : ପଞ୍ଚ ଠାକୁରାଣୀଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ
ବାଲିଗୁଡା,୧୫/୫:- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା' ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଏପ୍ରିଲ ୨୩ ତାରିଖ ଠାରୁ ଆରମ୍ଭ ହୋଇ ଚଳିତ ମାସ ୧୩ ତାରିଖ ଦୀର୍ଘ ୨୧ ଦିନ ଧରି ଆୟୋଜିତ ହେବା ପରେ!-->…
Read More...
Read More...