ତୁମୁଡିବନ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରାମ ନବମୀ ପାଳିତ
ଫୁଲବାଣୀ :ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ତୁମୁଡିବନ୍ଧଠାରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରତ୍ୟୁଷରେ ରାମ ଭଜନ ପୂର୍ବକ ନଗର ଭ୍ରମଣ କରାଯାଇଥିଲା । ରାମଙ୍କ ତୈଳଚିତ୍ରରେ ପୁଷ୍ପମାଳ ପୂର୍ବକ ପୂଜା ଅର୍ଚ୍ଚନା କରାଯିବା ପରେ ଆୟୋଜିତ ସଭାରେ ଭାରତୀୟ ସଂସ୍କୃତି ପରମ୍ପରା!-->…
Read More...
Read More...