ଗୋଷାଣି ବ୍ଲକସ୍ତରୀୟ ମନରେଗା ଜନଶୁଣାଣି ବୈଠକ
ଗୋଷାଣି : ଗଜପତି ଜିଲ୍ଲା ଗୋଷାଣି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ମନରେଗା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ପାରଳାଖେମୁଣ୍ଡି ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷାଣି ବ୍ଲକ ଅଧ୍ୟକ୍ଷ!-->…
Read More...
Read More...