୩୦ ବୋତଲ କଫ ସିରପ ଜବତ, ୨ ଗିରଫ
ପାଟଣାଗଡ଼ : ଲରମ୍ଭା ପୁଲିସ ୩୦ ବୋତଲ କଫ୍ ସିରପ, ୩ ଟ୍ରିପ ନିଶା ବଟିକା ସହ ନଗଦ ୬୪୦୦ଟଙ୍କା ଜବତ୍ କରିବା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ତମିଆଁ ପଞ୍ଚାୟତ ଅଏଁଲାତୁଙ୍ଗା ଗ୍ରାମର ସଞ୍ଜବ ପଣ୍ଡା (୩୦) ଓ ଦେଉଲଗାଁ ପଞ୍ଚାୟତ ଘୁମେର!-->…
Read More...
Read More...