ମହାପ୍ରଭୁଙ୍କୁ ଦର୍ଶନ କଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

ପୁରୀ : ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ ତାଂକ ପତ୍ନୀ କଳ୍ପନା ସୋରେନ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଓଡ଼ିଶା ଆସିଥିଲେ ଝାଡଖଣ୍ଡ ମୁଖ୍ୟ ମନ୍ତ୍ରୀ ହେମନ୍ତ ସୋରେନ ଓ ତାଂକ ପତ୍ନୀ । ଗତକାଲି
Read More...

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଗୁରୁତର

ନୂଆଗାଁ,୨୯/୪:- ନୂଆଗାଁ ଜାତୀୟରାଜପଥ ୫୭ ପଞ୍ଚୁପାଣ୍ଡବ ନିକଟରେ ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟାରେ ପଞ୍ଚୁପାଣ୍ଡବ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡମାହାଣ୍ଡି
Read More...

୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

ନନ୍ଦାହାଣ୍ଡି,୨୯/୪:- ଗତ ରାତି ନାଟ ଦେଖିବାକୁ ଯାଇଥିବା ଯୁବକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି । ମୃତକ ବ୍ୟକ୍ତି ଜଣକ ହେଲେ ବି ମାଳିଗୁଡା ଗାଁ ର ତୁଳାରାମ ଭାତ୍ରା ବୟସ ୨୯ ପିତା ରାମଚନ୍ଦ୍ର ଭତ୍ରା ବୋଲି ଜଣାପଡିଛି । ଘଟଣା ଅନୁସାରେ ଗତକାଲି ରାତିରେ ନବରଙ୍ଗପୁର ଜିଲ୍ଲା
Read More...

ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ସୁବର୍ଣ୍ଣପୁର,୨୯/୪ - ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଆଜି ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଉତ୍ସାହ ଉଦ୍ଦିପନା ସହ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ସହରର ଘୋଡାଘାଟପଡା ସ୍ଥିତ ପଶ୍ଚିମ ସୋମନାଥ ମନ୍ଦିର ସମ୍ମୁଖରୁ ଏକ ଶୋଭାଯାତ୍ରାର ଆୟୋଜନ
Read More...

ଜାଲରେ ପଡିଲା ୬ଫୁଟର ନାଗସାପ

ହରଭଙ୍ଗା,୨୯/୪:- ବୌଦ୍ଧଜିଲ୍ଲା ହରଭଙ୍ଗା ଥାନା ହରଭଙ୍ଗା ଗ୍ରାମର ସୁଦର୍ଶନ ସାହୁଙ୍କ ଘରୁ ଶନିବାର ଦିନ ଏକ ବିରାଟ ଗୋଖର ନାଗସାପ ଉଦ୍ଧାର କରାଯାଇଥିବା ଜଣାପଡିଛି । ସୂଚନା ମତେ ସୁଦର୍ଶନ ସାହୁଙ୍କ ଘର ପଛ ପଟେ ଏକ ଜାଲ ଦିଆଯାଇଥିବା ବେଳେ କୌଣସି ମତେ ଏକ ୬ଫୁଟ ଲମ୍ବର ଗୋଖର ନାଗସାପ ଆସି
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ବୌଦ୍ଧ,୨୯/୪:- ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ସ୍ଥାନୀୟ ଟାଉନହଲ ଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ଚାଷୀ, କଲେଜ ଛାତ୍ର, ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଧନ ନିରୀକ୍ଷକମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା
Read More...

ପ୍ରାଣୀ ଚିକିତ୍ସକମାନେ ପଶୁମାନଙ୍କର ରୋଗ ସହିତ ସମାଜକୁ ମଧ୍ୟ ଦେଖୁଛନ୍ତି : ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ

ଫୁଲବାଣୀ,୨୯/୪:- ପ୍ରତିବର୍ଷ ଅପ୍ରେଲ ମାସ ୨୯ତାରିଖ ଦିନ ପ୍ରାଣୀ ଚିକିତ୍ସକ ମାନଙ୍କର ସମାଜ ପ୍ରତି ଅବଦାନ, ପ୍ରାଣୀ ଚିକିତ୍ସା ସେବା ନିମନ୍ତେ ବିଶ୍ୱସ୍ତରରେ ନେତୃତ୍ୱ ପ୍ରଦାନ ଏବଂ ସମର୍ଥନ, ଶିକ୍ଷା ଓ ସଚେତନତା ମାଧ୍ୟମରେ ପଶୁ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ଓ ସାର୍ବଜନିନ ସ୍ୱାସ୍ଥ୍ୟକୁ
Read More...

ମହାନଦୀ ବନ୍ୟପ୍ରାଣୀ ଅଧିକାରୀଙ୍କ କଡା ନିୟମକୁ ଗ୍ରାମବାସୀଙ୍କ ବିରୋଧ : ଶାନ୍ତିପୂର୍ଣ୍ଣ ବୈଠକରେ ସମାଧାନ

ହରଭଙ୍ଗା,୨୯/୪:- ସରକାର ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାସହ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ପ୍ରାଥମିକତା ଦେଇ ଆସୁଥିବାବେଳେ ବନ୍ୟପ୍ରାଣୀ ପାଇଁ ଅଧିକ ସଚେତନ ରହିଛନ୍ତି । ଏପରିକି ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଥିବା ବେଳେ ବିଭାଗ ମଧ୍ୟ ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ
Read More...

ଅତିରିକ୍ତ ସଚିବ ଗୁହା ପୁନମଙ୍କ ବୌଦ୍ଧଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ବୌଦ୍ଧ,୨୯/୪:- ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଓରମାସ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଗୁହା ପୁନମ ତାପସ କୁମାର ତିନିଦିନିଆ ବୌଦ୍ଧଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହିତ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଗସ୍ତ
Read More...

ଫୁଲବାଣୀ ଓକିଲ ସଙ୍ଘ ପକ୍ଷରୁ ଆଇନଜୀବି ଦିବସ ପାଳିତ

ଫୁଲବାଣୀ: ଓକିଲ ଦିବସ ହେଉଛି ପ୍ରତିବର୍ଷ ଏପ୍ରିଲ ୨୮ ରେ ଭାରତର ଓଡ଼ିଶାରେ ପାଳନ କରାଯାଉଥିବା ଏକ ବୃତ୍ତିଗତ ପାଳନ । ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପ୍ରଥମ ଓଡିଆ ଓକିଲ ମଧୁସୂଦନ ଦାସଙ୍କ ଜନ୍ମଦିନକୁ ସ୍ମରଣୀୟ କରିବା ପାଇଁ ଏହା ପ୍ରତିଷ୍ଠା କରାଯାଇଥିଲା ।
Read More...