ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର, ଭଙ୍ଗା ଦଦରା ଘରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ
ବାଲିଗୁଡ଼ା: ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ । ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ!-->…
Read More...
Read More...