ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପ୍ରସ୍ତୁତ ଆଇସକ୍ରିମ ପାର୍ଲର ଓ ଏଗ୍ରିମଲର ଲୋକାର୍ପଣ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର,୪/୩ :- ଏକ ଜିଲ୍ଲା ଏକ ଉତ୍ପାଦ ଭିତ୍ତିରେ ସୁବର୍ଣ୍ଣପୁର ଜିଲ୍ଳାରେ ଆମ୍ବ ଚାଷ ଓ ଆମ୍ବ ଉତ୍ପାଦନକୁ ବିଶେଷ ଗୁରୁତ୍ୱ ପ୍ରଦାନ କରାଯାଇଛି । ଚଳିତବର୍ଷ ଜିଲ୍ଲାରେ ୨୦ହଜାର ମେଟ୍ରିକ ଟନ ଆମ୍ବ ଉତ୍ପାଦନ କରାଯାଇ ତାର ସଫଳ ପ୍ରକ୍ରିୟାକରଣ ପୂର୍ବକ ଆମ୍ବ ଆଇସକ୍ରିମ ପ୍ରସ୍ତୁତ
Read More...

ମଧୁବାବୁ ପେନସନ ଯୋଜନାରେ ଭତ୍ତା ପରିଚୟ ପତ୍ର ଆବଣ୍ଟନ ମେଳା

ବୌଦ୍ଧ,୪/୩:- ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଧୁବାବୁ ପେନସନ ଯୋଜନାରେ ଭତ୍ତା ପରିଚୟ ପତ୍ର ଆବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଜଙ୍ଗଲ ଓ ପରିବେଶ,
Read More...

ସମାଜସେବୀଙ୍କ ପରଲୋକ

ହରଭଙ୍ଗା,୪/୩:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଳକ ତିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ତାକୁଡ଼ ଗ୍ରାମର ଗୌନ୍ତିଆ ତଥା ବିଶିଷ୍ଠ ସମାଜସେବୀ ତ୍ରିଲୋଚନ ଦେହୁରୀଙ୍କ ପରଲୋକ ଘଟିଛି । ଗତ କିଛି ଦିନ ହେବ ଶ୍ରୀ ଦେହୁରୀ ରକ୍ତ କର୍କଟ ରୋଗରେ ପୀଡିତ ହେବା ସହ ଚିକିତ୍ସିତ ହେଉଥିଲେ । ତେବେ ଶୁକ୍ରବାର
Read More...

ଟାଟା ଏସିକୁ ଧକ୍କାଦେଲା ଟ୍ରକ ଜଣେ ମୃତ, ଟ୍ରକ ଡ୍ରାଇଭର ଫେରାର

ହରଭଙ୍ଗା,୪/୩:- ଖୋର୍ଦ୍ଧା -ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ଆଡେଣିଗଡ ଫାଣ୍ଡି ଅଧିନସ୍ତ ମାଧପୁର ବନଦୁର୍ଗା ମନ୍ଦିର ନିକଟରେ ଶନିବାର ପୂର୍ବାହ୍ନରେ ଏକ ଟାଟା ଏସିକୁ ଟ୍ରକ ଧକ୍କା ଦେବା ଫଳରେ ଟାଟାଏସି ଗାଡିରେ ଥିବା ଯାତ୍ରୀ ଜଣଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ

ବୌଦ୍ଧ,୩/୩:- ଆଜି ସନ୍ଧ୍ୟାରେ ସ୍ଥାନୀୟ କଚେରୀ ପଡିଆ ଠାରେ ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ ହୋଇଯାଇଛି । ଏହି ମେଳାକୁ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ପରିବେଶ, ପଞ୍ଚାୟତିରାଜ ଓ ପାନୀୟଜଳ,
Read More...

ଚବିଶ ପ୍ରହରୀ ନାମଯାଜ୍ଞ ପାଇଁ କଳସ ଶୋଭାଯାତ୍ରା

ପାଟଣାଗଡ଼ : ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର ମୁଣ୍ଡୋଦହର ଗାଁରେ ଚବିଶ ପ୍ରହର ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କଳସ ଶୋଭାଯାତ୍ରାରେ ଗାଁର ୧୧୧ ଜଣ ମହିଳା ନିକଟସ୍ଥ ପୋଖରୀକୁ ଯାଇ ପୋଖରୀ କୂଳରେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା କରି ପୂର୍ଣ୍ଣ କଳସ ଧରି
Read More...

ଭୈରବୀ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରମେଶଚନ୍ଦ୍ର ତାରିଣୀଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡିଶା ସରକାରଙ୍କ ସୂଚନା ଓ ଲୋକ
Read More...

କାର୍ଯ୍ୟରୁ ଅବସର ନେଲେ ପ୍ରଧାନ ଶିକ୍ଷକ ଥବିର ବିଷୋୟୀ

ନନ୍ଦାହାଣ୍ଡି,୩/୩ : ନବରଙ୍ଗପୁର ଜିଲ୍ଳା ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ଅନ୍ତର୍ଗତ ପଠାନଗୁଡା ଠାରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଥବିର ବିଷୋୟୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ସେ ଗତ ୨/୨ /୧୯୮୮ ମସିହାରେ ଶିକ୍ଷକ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଗତ ୨୮/୨/୨୦୨୩ ରେ ସେ
Read More...

ଟେଲିକମ୍‌ ଗ୍ରାହକଙ୍କ ସୁରକ୍ଷା ଏବଂ ସାଇବର ଅପରାଧ ସଂପର୍କୀୟ କାର୍ଯ୍ୟକ୍ରମ

ଫୁଲବାଣୀ :- ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ଠାରେ ଟେଲିକମ୍‌ ନିୟନ୍ତ୍ରଣ ଅଥରିଟି ଇଣ୍ଡିଆ ପ୍ରାୟୋଜିତ ତଥା ବାର୍ଡ ସଂସ୍ଥା ଆୟୋଜିତ ଟେଲିକମ୍‌ ଗ୍ରାହକଙ୍କ ସୁରକ୍ଷା ଏବଂ ସାଇବର ଅପରାଧ ସଂପର୍କୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଯୋଗଦେଇ କଲେଜ
Read More...

ତୀର୍ଥଯାତ୍ରାରେ ଗଲେ ୧୫୯ ଜଣ ବରିଷ୍ଠ ନାଗରିକ

ପୁରୀ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ପୁରୀ ଜିଲ୍ଲାରୁ ଆଜି ୧୫୯ ଜଣ ବରିଷ୍ଠ ନାଗରିକଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି । ଏହି ବରିଷ୍ଠ ନାଗରିକମାନେ ରାଜସ୍ଥାନର ଆଜମେର ଓ ପୁଷ୍କର ପରିଭ୍ରମଣ କରିବେ । ସେମାନେ ଆଜି ଭୁବନେଶ୍ୱରରେ ରହିବେ ଓ ଆସନ୍ତାକାଲି ମଧ୍ୟାହ୍ନରେ ଯାତ୍ରା
Read More...