ଜିଲ୍ଲାସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
ପାରଳାଖେମୁଣ୍ଡି,୩/୩- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କନଫରେନସ ହଲ ଠାରେ ଜିଲ୍ଲାସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଗତ ୧ ତାରିଖରୁ ଆରମ୍ଭ ହୋଇଥିଲା । କାଶୀ ନଗର!-->…
Read More...
Read More...