ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅବନ୍ତିପୋରାରେ ଏନକାଉଣ୍ଟର । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଅବନ୍ତିପୋରାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ନେଇ ସୂଚନା ମିଳିବା ପରେ ସୋମବାର
Read More...

ବିରୋଧୀଙ୍କ ହୋହାଲ୍ଲା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭା ବଜେଟ୍‌ ଅଧିବେଶନ । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ରଖିଲେ ବାଚସ୍ପତି । କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହାଲ୍ଲା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଖବର ଅନୁଯାୟୀ, ବିଧାନସଭାରେ ଶୁନ୍ୟକାଳରେ ବିରୋଧୀ ବିଜେପି ଓ
Read More...

ପାରିବାରିକ କଳହର କରୁଣ ପରିଣତି ; ସ୍ତ୍ରୀକୁ ମାରିଲା, ନିଜେ ମଲା

ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟିପିଟି ମାରିବା ପରେ ନିଜ ବିଷ ପିଇ ଜୀବନ ହାରିଲା ସ୍ୱାମୀ । ଘଟଣା ଘଟିଛି ଭଦ୍ରକ ଖଇରା ଥାନା ତିଳଦା ଗାଁରେ । ପାରିବାରିକ କଳହରୁ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ସୂଚନା ଥାଉକି, କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ
Read More...

ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ମନୀଷ ସିସୋଦିଆ

ନୂଆଦିଲ୍ଳୀ: ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ‌ହୋଇଛନ୍ତି ଦିଲ୍ଳୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଭାରତର ପ୍ରଧାନ ବିଚାରପତିଙ୍କ ସମ୍ମୁଖରେ ଏହି ବିଷୟ ଉଲ୍ଲେଖ କରାଯିବ। ମନୀଷ ସିସୋଦିଆଙ୍କୁ ରବିବାର ସିବିଆଇ ଗିରଫ କରିବା ପରେ
Read More...

ବିବାହ ମିଠା ପ୍ରସ୍ତୁତି ସମୟରେ ଅଗ୍ନିକାଣ୍ଡ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂହପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ମହାକୁଡ଼ପାଲି ଗ୍ରାମରେ ଆଜି ସନ୍ଧ୍ୟା ସମୟରେ ଶିବ ଦନାୟକଙ୍କ ପୁଅର ବିବାହ ପ୍ରସ୍ତୁତି ପାଇଁ ମିଠା ସାମଗ୍ରୀ ତିଆରି କରାଯାଉଥିବା ବେଳେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ପରିବାର ଲୋକ ବିଭିନ୍ନ
Read More...

ହରଭଙ୍ଗା ବ୍ଲକ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋ-ବନ୍ଧ୍ୟା ନିରାକରଣ ଓ ପ୍ରାଣୀ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଂଚାୟତ ସାକୁଷୀଙ୍ଗା ଗ୍ରାମରେ ଏକ ଗୋବନ୍ଧ୍ୟା ନିରାକରଣ ଓ ଚିକିତ୍ସା ଶିବିର ଆୟୋଜନ ହୋଇଯାଉଛି । ଏହି ସଚେତନତା କର୍ମଶାଳାରେ ହରଭାଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା. ବିରେନ୍ଦ୍ର କୁମାର ପୃଷ୍ଟି ଅଧ୍ୟକ୍ଷତା କରିଥିବା ବେଳେ
Read More...

ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

ନୂଆପଡା : ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ବିଳନୀ କକ୍ଷରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସଭାପତିତ୍ୱରେ ଅଭିଯୋଗ ଶୁଣାଣୀ ଶିବିରରେ ବୋଡେନ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ
Read More...

ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ ଉଦଯାପିତ

ସୁବର୍ଣ୍ଣପୁର : ସୋନପୁର ବଡ଼ ଗୋପାଳଜୀ ମନ୍ଦିରରେ ଅନୁଷ୍ଠିତ ହୋଇଥିବା ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ପୁରୀ ରାମଜୀ ମଠର ମହନ୍ତ ବଂଶୀଧର ଦାସ ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସପ୍ତାହ ବ୍ୟାପୀ ସଂସ୍କୃତ ପୁରାଣ ପାଠ, ଓଡ଼ିଆ
Read More...

ଦ୍ୱିିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ଉଦ୍‌ଯାପିତ ଓ ସ୍ମରଣିକା ଉନ୍ମୋଚିତ

ଜହ୍ନାପଙ୍କ: ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତି ହାଇସ୍କୁଲ ପଡିଆରେ ଚାଲିଥିବା ଐତିହାସିକ ୨ୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ଅତିଥିମାନେ ଗନ୍ଧରାଢୀ ପୀଠର ଐତିହାସିକ ପୃଷ୍ଠଭୂମି ଓ
Read More...

ବିଦ୍ୟୁତ ବିଲକୁ ନେଇ ତେଜିଛି ପୁଣି ଅସନ୍ତୋଷ, ଜିଲ୍ଲାପାଳଙ୍କୁ ଦାବିପତ୍ର

ସମ୍ବଲପୁର: ବିଦ୍ୟୁତ ବିଲକୁ ନେଇ ତେଜିଛି ପୁଣି ଅସନ୍ତୋଷ । ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୩୮ ନମ୍ବର ୱାର୍ଡର ସିନ୍ଦୁରପଙ୍କ କଲ୍ୟାଣ ମଣ୍ଡପଠାରେ ୯ ଗ୍ରାମବାସୀ ଏକାଠି ହୋଇ ନିଜର କୋହ ପ୍ରକାଶ କରି ଟାଟା ପାୱାରର ଜୁଲୁମ ପ୍ରତି ନିଜ ନିଜ ଅସନ୍ତୋଷ ଜାହିର କରି ଶେଷରେ ସମସ୍ୟାର ସମାଧାନ
Read More...