ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ
ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରୁଛନ୍ତି । ଏହି ଅବସରରେ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି । ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ୱାରା ପ୍ରଶଂସିତ ବୋଲି ସେ କହିଛନ୍ତି । ତେବେ ଅର୍ଥମନ୍ତ୍ରୀ!-->…
Read More...
Read More...