ମେ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ
ଭୁବନେଶ୍ୱର: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ଆସନ୍ତା ମଇ ୧୦ରେ ଏନେଇ ଉପନିର୍ବାଚନ ହେବ । ଏନେଇ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର!-->…
Read More...
Read More...