ନୂଆପଡା ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ
ନୂଆପଡା : ନୂଆପଡା ଜିଲ୍ଲା ସଦଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ଏବଂ ୧୦୭ ତମ ବିଜୁ ସେବା ଦିବସ ପାଳିତ ହୋଇଯାଇଅଛି । ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନ ଯୋଗ ଦେଇ ଗ୍ରାମାଞ୍ଚଳର ବିକାଶ ସରକାରଙ୍କ ମୂଳ ଲକ୍ଷ୍ୟ ଅଟେ ବୋଲି ମତବ୍ୟକ୍ତ କରିଥିଲେ ।!-->…
Read More...
Read More...