ନନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଉପାନ୍ତ ଅଞ୍ଚଳ ଗସ୍ତ

ନନ୍ଦାହାଣ୍ଡି,୨୧/୨:- ନବରଙ୍ଗପୁର ଜିଲ୍ଳା ନନ୍ଦାହାଣ୍ଡି ବ୍ଳକ ଝାଡବନ୍ଦ ଗୁଡା ପଞ୍ଚାୟତ ଅନ୍ତର୍ଗତ ପୁଟଘର ଗାଁ ରେ ପହଞ୍ଚି ଥିଲେ ଗୋଷ୍ଠି ଉନ୍ନୟନ ଅଧିକାରୀ କ୍ଷୀରୋଦ ଚନ୍ଦ୍ର ସାହୁ । ଏହା ଏକ ଉପାନ୍ତ ବଣ ପାହାଡ଼ଘେରା ଅଞ୍ଚଳରେ ରହିଛି । ଆଜି ଅଫିସରୁ ବାହାରି ୩ କି.ମି ରାସ୍ତା ପାଦରେ
Read More...

ଘୁ.ଦୟଗିରିର ଗୁଡ୍ରିପଡ଼ି ଓ କଲେଜ୍‌ ଛକଠାରେ ଗାଡି ଯାଞ୍ଚ

ଘୁ ଉଦୟଗିରି:ଆଜି ଘୁ ଉଦୟଗିରି ସ୍ଥିତ ଗୁଡ୍ରିପଡ଼ି ଓ କଲେଜ୍‌ ଛକଠାରେ ଆଞ୍ଚଳିକ ପରିବହନ ସବଇନ୍ସପେକ୍ଟର ଶିବାନୀ ମାଝୀ, କନେଷ୍ଟବଳ ପୂଜା ରାଣୀ ସାହୁ, ସ୍ଥାନୀୟ ପୋଲିସ ଏସଆଇ ସିଏଚ କାମରାଜୁ ଓ ଅନ୍ୟ ପୋଲିସ କର୍ମଚାରୀଙ୍କ ମିଳିତ ପ୍ରୟାସରେ ସ୍ଥାନୀୟ ଗୁଡ୍ରିପଡ଼ି ନିକଟରେ ଲାଇସେନ୍ସ,
Read More...

ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱାରା ଅନୁଷ୍ଠିତ ହେବ । ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ ଷଠୀଘର,
Read More...

ଧାନମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ୫୭ ନଂ ଜାତୀୟ ରାଜପଥ ଅବରୋଧ

ବୌଦ୍ଧ/ଜହ୍ନ ।ପଙ୍କ,୨୧/୨:- ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ବୌଦ୍ଧ-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବାଉଁଶୁଣୀ ଛକଠାରେ ମଙ୍ଗଳବାର ରାସ୍ତାରେ ଧାନ ବସ୍ତାରଖି ଅବରୋଧ କଲେ ଶତାଧିକ ଚାଷୀ । ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ ତଳେ ପଡିରହିଛି ।
Read More...

ବୌଦ୍ଧରେ ୧୯ ତମ ବିଶାଳ ସତ୍ୟ ସନାତନ ଧର୍ମ ସମ୍ମିଳନୀ

ବୌଦ୍ଧ,୨୧/୨:- ଆଜି ବୌଦ୍ଧ ଠାରେ ସତ୍ୟ ସନାତନ ପ୍ରଜା ସମିତି ଆନୁକୁଲ୍ୟରେ ୧୯ତମ ବିଶାଳ ସତ୍ୟ ସନାତନ ଧର୍ମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ସଂପୂର୍ଣ୍ଣ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସି ଯୋଗଦାନ କରିଥିବା ୨ ଶହରୁ ଅଧିକ ଶିକ୍ଷାବିତ୍‌ ପ୍ରଥମେ ସ୍ୱାମୀ
Read More...

ନୟାଗଡ ଜିଲ୍ଲା ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦଶପଲ୍ଲା : ନୟାଗଡ ଜିଲ୍ଲା ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକ ସଂଘ ପକ୍ଷରୁ ୫ ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଅଣଗେଜେଟେଡ଼ ପ୍ରାଣୀ ଚିକିତ୍ସକମାନେ ନିଜର ଦାବି ହାସଲ ପାଇଁ ପୂର୍ବରୁ ବିଧାନସଭା
Read More...

ରାଜ୍ୟରେ ପ୍ରଥମ ୫- ଟି ରୂପାନ୍ତରିତ ସ୍କୁଲରେ ଖୋଲିଲା ଭର୍ଚୁଆଲ ରିଆଲିଟି ଲ୍ୟାବ

ଫୁଲବାଣୀ:-ରାଜ୍ୟ ସରକାର ୫- ଟି ଅଧୀନରେ ରାଜ୍ୟର ମାଧ୍ୟମିକ ସ୍କୁଲ ଗୁଡ଼ିକର ରୂପାନ୍ତରଣ କରିଛନ୍ତି । ତେବେ କନ୍ଧମାଳ ଜିଲ୍ଲାରେ ଏହି ପରିପ୍ରେକ୍ଷୀରେ ଟିକେ ଭିନ୍ନ ତଥା ନିଆରା କରାଯାଇଛି । ଫୁଲବାଣୀ ଏଜେଓ ହାଇସ୍କୁଲ ଠାରେ ଖୋଲାଯାଇଛି ଭର୍ଚୁଆଲ ରିଆଲିଟି ଲ୍ୟାବ,ଯାହାକି ରାଜ୍ୟରେ ପ୍ରଥମ ।
Read More...

କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲ୍ଲା ଇ-ପାଠାଗାର ମିଳିତ ଉଦ୍ୟୋଗରେ କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ ଆଇଟିଡିଏ କନଫରେନ୍ସିଂ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ
Read More...

ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ : ମନ୍ତ୍ରୀ ରିତା ସାହୁ

ପୁରୀ : ହସ୍ତଶିଳ୍ପ ଓ ହସ୍ତକଳାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶୃତି ବଦ୍ଧ ବୋଲି କହିଛନ୍ତି ରାଜ୍ୟ ହସ୍ତଶିଳ୍ପ ତଥା ବୟନ ଶିଳ୍ପ ମନ୍ତ୍ରୀ ରିତା ସାହୁ । ଶ୍ରୀ ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ଆନୁକୂଲ୍ୟରେ କେନ୍ଦ୍ର ହସ୍ତଶିଳ୍ପ ଆୟୁକ୍ତ ଓ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟର ମିଳିତ
Read More...

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକର ସୁନ୍ଦର ଡାଙ୍ଗୋ ଗ୍ରାମ ପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ
Read More...