ଏମସିଏଲ ସହାୟତାରେ ନୂଆଁ ଅଢାପରା ଗାଁରେ ଚିକିତ୍ସା ଶିବିର

ସମ୍ବଲପୁର:ଗାଁ'ରେ କୃଷି ଓ କୃଷକଙ୍କ ବିକାଶ ନେଇ ଯୁଯୁମୁରା ବ୍ଲକ ଅଞ୍ଚଳରେ କୋଇଲା କମ୍ପାନୀ ମହାନଦୀ କୋଲ୍ଡ ଫିଲ୍ଡ (ଏମସିଏଲ) ସହାୟତାରେ ଏହି ଅଞ୍ଚଳରେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ସଂଗଠନ "ବାଏଫ' ପକ୍ଷରୁ ସ୍ଥାନୀୟ ଯୁଯୁମୁରା ବ୍ଲକ ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ପଞ୍ଚାୟତର ନୂଆଁ ଅଢ଼ାପରା
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଦିବସ ପାଳିତ

ବାଲିଗୁଡା: ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖା ତରଫରୁ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ବିଭୁତି ଭୂଷଣ ଆଚାର୍ଯ୍ୟ,ସମ୍ମାନିତ ଅତିଥି ଭାବେ ଅବସର
Read More...

ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଘଟଣା,ଚିକିତ୍ସାଧିନ ଅବସ୍ଥାରେ ଜଣେ ମୃତ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା କୋଟଗଡ଼ ଗେଟାବାଲି ଗ୍ରାମ ନିକଟରେ ଘରୋଇ ଯାତ୍ରୀ ବାହି ବସ୍‌ ଦୁର୍ଘଟଣା ଘଟଣାରେ ୧୬ ବର୍ଷର ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତ
Read More...

ବିଭିନ୍ନ ଦାବୀରେ ପାଚିକା ମହାସଂଘର ଧାରଣା ଓ ବିକ୍ଷୋଭ

ବଲାଙ୍ଗୀର : ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ବଲାଙ୍ଗୀର ତରଫରୁ ୧୦ଟି ଦାବିରେ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଯାଇଥିଲା । ଶ୍ରମିକ ସଂଗଠନ ଏଆଟିୟୁସି ଜିଲ୍ଲା ସଭାପତି ବିଭୁଦତ୍ତ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ପାଚିକା ଜିଲ୍ଲାପାଳଙ୍କ
Read More...

ଫିରିଙ୍ଗିଆ ମହା ବିଦ୍ୟାଳୟରେ ସମ୍ମାନିତ ହେଲେ ଡ଼ଃ ନୃସିଂହାନନ୍ଦ ମହାପାତ୍ର

ଫୁଲବାଣୀ :-ପଂଚାୟତ ମହା ବିଦ୍ୟାଳୟ, ଫିରିଙ୍ଗିଆ ଦ୍ୱାରା ଇତିହାସ କଂଗ୍ରେସ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଉଦଘାଟକ ଭାବେ ଯୋଗଦେଇଥିଲା ବେଳେ ଅଧ୍ୟାପକ ବିଷ୍ଣୁ ଚରଣ ଚୌଧୁରୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ
Read More...

୧୭ କେଜି ଗଞ୍ଜେଇ ଜବତ, ୩ ଗିରଫ

ପାଟଣାଗଡ଼: ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ବିଭିନ୍ନ ସ୍ଥାନରୁ ୧୭ କେଜି ଗଞ୍ଜେଇ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୟଧର ସୁନା, ରାଜେଶ ସୁନା ଓ ଜୟସିଂ ଯାଦବ ବୋଲି ଜଣାପଡିଛି । କୋର୍ଟ ରେ
Read More...

ଚକା ଫାଟି ବସ୍‌ ଦୁର୍ଘଟଣା ଗ୍ରସ୍ତ: ଜଣେ ମୃତ, ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲିଗୁଡ଼ା : ଟାୟାର ଫାଟି ବସ୍‌ ଦୁର୍ଘଟଣା । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ପଣ୍ଡାରିପି ନିକଟରେ ବସ୍‌ ଦୁର୍ଘଟଣା । ମୁନିଗୁଡ଼ା ଠାରୁ ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ସାଲୁଙ୍କି ନାମକ ଘରୋଇ ବସ୍‌ ପଣ୍ଡାରିପି ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ
Read More...

୧୬ରେ ଶ୍ରୀଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି

ପୁରୀ : ଆସନ୍ତା ୧୬ ତାରିଖରେ ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହେବ । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା
Read More...

ପୁଲୱାମା ସହିଦ ଯବାନଙ୍କ ଶ୍ରଦ୍ଧାଞ୍ଜଳିରେ ରକ୍ତଦାନ ଶିବିର ଆୟୋଜିତ

ଫୁଲବାଣୀ :- ଆଜି ଫେବୃଆରୀ ୧୪ ତାରିଖ । ୨୦୧୯ ଠିକ୍‌ ଆଜିର ଦିନ ଜାମ୍ମୁ ଓ କାଶ୍ମୀର ପୁଲୱାମା ଠାରେ ଆତଙ୍କବାଦୀଙ୍କର ଆତ୍ମଘାତି ବିସ୍ଫୋରଣରେ ସହିଦ ୪୦ ଜଣ ସିଆରପିଏଫ ଯବାନଙ୍କର ଅମର ଆତ୍ମାର ସଦଗତି ଏବଂ ଦେଶ ପାଇଁ ଦେଇଥିବା ସର୍ବୋଚ୍ଚ ବଳିଦାନକୁ ସମ୍ମାନ ଜଣେଇ କନ୍ଧମାଳ ଜିଲ୍ଲାର ଅଗ୍ରଣୀ
Read More...

ଭବାନୀପାଟଣାଠାରେ ଯୁବ ନେତୃତ୍ୱ ଓ ଗୋଷ୍ଠୀ ବିକାଶ ତାଲିମ ଶିବିର

ଭବାନୀପାଟଣା: ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ଥ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ପଲିଟେକନିକ ପ୍ରଶିକ୍ଷଣ କେନ୍ଦ୍ରଠାରେ ୩ ଦିନିଆଁ ଯୁବ ନେତୃତ୍ୱ ଏବଂ ଗୋଷ୍ଠୀ ବିକାଶ ତାଲିମ ଶିବିର
Read More...