ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ନିମନ୍ତେ ବୈଠକ

ପାରଳାଖେମୁଣ୍ଡି,୧୦/୨:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ପାଇଁ ଏକ ବୈଠକ ଜିଲ୍ଲାପାଳଙ୍କ ସମିଳନୀ କକ୍ଷ-୨ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପାରଳାଖେମୁଣ୍ଡି ପୌରପରିଷଦର
Read More...

ଭାରତୀୟ ଜନତା ପାର୍ଟି ଶକ୍ତିକେନ୍ଦ୍ର ତିଲେଶ୍ୱର ପଞ୍ଚାୟତରୁ ଶୁଭାରମ୍ଭ

ହରଭଙ୍ଗା,୧୦/୨:- ବୌଦ୍ଧ ଜିଲ୍ଲାରେ ବିଗତ ପଞ୍ଚାୟତ ନିର୍ବାଚନରେ ବିଜେପି ଆଂଶିକ ସଫଳତା ହାସଲ କରିଥିବା ନେଇ ଆଗାମୀ ପଂଚାୟତ ନିର୍ବାଚନକୁ ନେଇ ବିଜେପି ମହଲରେ ଚଳଚଞ୍ଚଳ ହୋଇଉଠିଛି । ଜିଲ୍ଲାରେ ଆଗାମୀ ନିର୍ବାଚନ ପାଇଁ ବିଜେପି ନିଜର ବୁଥସ୍ତରରୁ ମଜଭୁତ କରିବା ପାଇଁ ଶକ୍ତିକେନ୍ଦ୍ର ସ୍ଥାପନ
Read More...

ସୁରକ୍ଷିତ କ୍ୟାମ୍ପସ୍‌ ଦାବିରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଧାରଣା

ବଲାଙ୍ଗୀର : ଆକ୍ରମଣ ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ୩ଦଫା ଦାବୀପତ୍ର କୁଳପତିଙ୍କୁ ପ୍ରଦାନ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ଜଣେ ଅଣଛାତ୍ର ହଷ୍ଟେଲରେ ପଶି ୨ଜଣ ଛାତ୍ରଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା । ପୂର୍ବରୁ ମଧ୍ୟ ଏଭଳି ଅଘଟଣ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପରିସରରେ
Read More...

ଜିଲ୍ଲା କ୍ଷେତ୍ର ପରିଦର୍ଶନ ଓ ବିଭିନ୍ନ ଯୋଜନର ସମୀକ୍ଷା କଲେ ବିଭାଗୀୟ ଷ୍ଟାଣ୍ଡିଂ କମିଟି

ପାରଳାଖେମୁଣ୍ଡି: ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ମାନ୍ୟବର ସବ୍‌-କମିଟି -୩ର ଘଟଣାସ୍ଥଳ ପରିଦର୍ଶନ କାର୍ଯ୍ୟକ୍ରମ -୬, ଆଜି ଜିଲ୍ଲା ଗ୍ରସ୍ତ କରିବା ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ସମବାୟ ବିଭାଗ ଓ ହସ୍ତତନ୍ତ୍ର ଓ ବୟନ ଶିଳ୍ପ
Read More...

ଗ୍ରୀନ୍‌ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ :ଶ୍ରୀଜଗନ୍ନାଥ ଧାମ୍‌ ପୁରୀକୁ ସାରା ବିଶ୍ୱ ସହିତ ଯୋଡ଼ିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ପୁରୀ ସହର ଉପକଣ୍ଠ ଗିରଳ ଛକ ନିକଟରେ ଗ୍ରୀନ୍‌ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଏୟାରପୋର୍ଟ ଅଥୋରିଟି ଅଫ୍‌ ଇଣ୍ଡିଆର ଏକ
Read More...

ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ,୨୩ରେ ପୁନଃବିକଶିତ ଜନ୍ମପୀଠର ହେବ ଲୋକାର୍ପଣ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର
Read More...

ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ

ପୁରୀ : ଟାଉନ ହଲ ଠାରେ ଦୀର୍ଘ ୩ ଦିନ ଧରି ପରିଚାଳିତ ହେଉଥିବା ପୁରୀ ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୃହ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା -୨୦୨୩ ଉଦ୍‌ଘାଟିତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍‌ ପାରଳାଖେମୁଣ୍ଡି ପରିସରରେ ଉଦଘାଟିତ ହୋଇଯାଇଛି । ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ
Read More...

ଦହଣାଠାରେ ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସଦର ଦହଣା ପଞ୍ଚାୟତର ଦହଣା ଗ୍ରାମର ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ଶୁକ୍ରବାର ଦିନ ଦହଣା ପାଇକ ସାହି ଠାରେ ଥିବା ଶ୍ରୀତ୍ରିନାଥ ଠାକୁରଙ୍କ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୁରୁବାର
Read More...

ସାର୍ବଜନୀନ ଔଷଧସେବନ କାର୍ଯ୍ୟକ୍ରମ ସହ ସ୍ୱତନ୍ତ୍ର ଟିକାକରଣର ଶୁଭାରମ୍ଭ

ଫୁଲବାଣୀ : ଫାଇଲେରିଆ ମୁକ୍ତ କନ୍ଧମାଳ ପାଇଁ ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ ସହିତ ସ୍ୱତନ୍ତ୍ର ଟିକାକରଣ ଏବଂ ଅନ୍ୟ ଦୁଇଗୋଟି କାର୍ଯ୍ୟକ୍ରମର ଶୁଭାରମ୍ଭ ଆଜି ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଉପସ୍ଥିତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜି.ଏନ୍‌.ଏମ୍‌. ତାଲିମ
Read More...