ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ ସମାରୋହ ଅନୁଷ୍ଠିତ

ବଲାଙ୍ଗିର :ରାଜ୍ୟରେ ପାଣି ପଞ୍ଚାୟତ ପକ୍ଷ ଫେବୃଆରୀ ୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଆଜି ବଲାଙ୍ଗିର ଜଳସେଚନ ବିଭାଜନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ ବିଭାଗ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ସମାରୋହ
Read More...

ବୁଗୁଡା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୩୫ ତମ ବାର୍ଷିକ ଉତ୍ସବ

ଦଶପଲ୍ଲା, ୮/୨:- ଆଜି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ବୁଗୁଡା ଠାରେ ଥିବା ସରକାରୀ ଉଚ୍ଚବିଦ୍ୟାଳୟରେ ୩୫ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗ
Read More...

ମେଗା ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ଓ ଟୀକାକରଣ ଶିବିର

ଜହ୍ନ ।ପଙ୍କ ,୮/୨:- ବୌଦ୍ଧ ଜିଲ୍ଲା ପ୍ରାଣୀସମ୍ପଦ ବିକାଶ ପକ୍ଷରୁ ବୌଦ୍ଧବ୍ଳକ ବଘିଆପଡ଼ା ପଞ୍ଚାୟତ ଅନ୍ତର୍ଗତ ଆମଠାପଡା ଠାରେ ଏକ ମେଗା ଭ୍ରାମ୍ୟମାଣ ପ୍ର ।ଣୀ ଚିକିତ୍ସା ଓ ଟୀକାକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଆମଠାପଡ଼ା, ଭୁକ୍ତାପଡ଼ା ଏବଂ ମାଝୀସାହି ଗ୍ରାମର ଗୋପାଳକମାନେ
Read More...

ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ପାରଳାଖେମୁଣ୍ଡି,୮/୨:- ଜିଲ୍ଲାସ୍ତରୀୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଜଳସମ୍ପଦ କାର୍ଯ୍ୟାଳୟ ପରିସରରେ ପାଣି ପଞ୍ଚାୟତ ପକ୍ଷ ପାଳନ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଫେବୃଆରୀ ୧ରୁ ୭ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବ୍ଲକସ୍ତରରେ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା । ଆଜି
Read More...

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପିର ଧାରଣା, ଏସପିଙ୍କ ପ୍ରତିଶୃତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

ପାଟଣାଗଡ଼,୮/୨:- ପାଟଣାଗଡ଼ ସହରରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଗତକାଲି ବିଜେପି ପକ୍ଷରୁ ଏସଡିପିଓଙ୍କ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଥିଲା । ଆଜି ମଧ୍ୟାହ୍ନରେ ଏସପି ପହଞ୍ଚି କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଧାରଣାରୁ ଓହରି ଯାଇଥିଲେ । ପ୍ରକାଶ ଯେ
Read More...

ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା, ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ

ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରି ମିଳିତ ସଂସଦ ଅଧିବେଶନରେ ଓଡ଼ିଶାର ପୁଣି ହକ ମାଗିଛି ବିଜେଡି । ଦଳୀୟ ସାଂସଦ ମାନସ ମଙ୍ଗରାଜ ଏ ନେଇ ଅନେକ ପ୍ରସଙ୍ଗ ଗୃହରେ ଉଠାଇଛନ୍ତି । ସେ କହିଛନ୍ତି ଓଡିଶା ଦେଶର ଦ୍ରୁତତମ ଅଭିବୃଦ୍ଧି କରୁଥିବା ରାଜ୍ୟ
Read More...

ବଟନ ଛତୁ କେନ୍ଦ୍ର ପରିଦର୍ଶନ କଲେ ଗଜପତି ଜିଲ୍ଲାପାଳ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ କତଲ କଇଠା ଗ୍ରାମ ପଞ୍ଚାୟତର ପୁଡୁଣୀ ଗ୍ରାମରେ ଥିବା ବଟନ ଛତୁ ଉତ୍ପାଦନ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପରିଦର୍ଶନ କରିଥିବାର ଜଣା ପଡିଛି । ଉକ୍ତ ୟୁନିଟ ସ୍ଥାପନ ହେବାର କିଛି ମାସ ମଧ୍ୟରେ ଅତି ଉନ୍ନତ ମାନର ବଟନ ଛତୁ
Read More...

ଘାଟି ମୁଣ୍ଡିଆଣୀ ଦେବୀଙ୍କ ବାର୍ଷିକ ମାଘ ମଣ୍ଡେଇ ଯାତ୍ରା

କୋକସରା : ପ୍ରାଚୀନ କାଳରୁ କଳାହାଣ୍ଡି ଭୂଖଣ୍ଡ ତାର ନିଆରା ଧର୍ମଧାରା ସହ ଉନ୍ନତ କଲା ସଂସ୍କୃତି ପାଇଁ ନିଜର ସ୍ୱତନ୍ତ୍ରତା ପ୍ରତିପାଦନ କରିଥାଏ । ଜିଲ୍ଲାର ଗ୍ରାମାଞ୍ଚଳରେ ଅନେକ ଦେବାଦେବୀ ପ୍ରାଚୀନ ପରମ୍ପରା ଅନୁକ୍ରମେ ଉପାସିତ ହେବା ସହ ସେମାନଙ୍କ ଯାତ୍ରା /ପର୍ବ ଅନୁଷ୍ଠିତ ହୋଇଥାଏ ।
Read More...

ଦେଢ଼ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

ଫୁଲବାଣୀ:- କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅଂଚଳରୁ ବୁଧବାର ପୁଣି ଦେଢ଼ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଂଜେଇ ଜବତ ହୋଇଛି । କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶକ୍ରମେ ଆଜି ଗୋଚ୍ଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନିଙ୍କ ନେତୃତ୍ୱରେ ପୋଲିସ ଟିମ ଗୋଛାପଡା ଥାନା ଅନ୍ତର୍ଗତ ପଲ୍ଲା ବୁରୁଡି ପଂଚାୟତ
Read More...

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍‌ ; ଜଣେ ଗିରଫ,୬୩ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

ବାଲିଗୁଡ଼ା: ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍‌ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍‌ ଇନ୍ସପେକ୍ଟର ଆସୁତୋଷ ପାଇକରାୟ ନିଜ ଟିମ୍‌ ସହ ପେଟ୍ରୋଲିଂ କରୁଥିବା ସମୟରେ ଲଣ୍ଡା ଗାଁ
Read More...