ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସି ୪ନଂ ୱାର୍ଡର ଗୋଇବନ୍ଧା ଡ୍ୟାମ୍‌ ନିକଟରେ ସାଂସଦ ପ୍ରତିନିଧି ଟୁନା ଦାସ ଓ ବିଧାୟକ ଚକ୍ରମଣୀ କହଁରଙ୍କ ଦ୍ୱାରା ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କନ୍ଧମାଳ ଜିଲ୍ଲାରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଥିବା ବେଳେ
Read More...

ଟ୍ରକ ଟର୍ମିନାଲରେ ଜଣେ ମହିଳାଙ୍କୁ ହତ୍ୟା ଅଭିଯୋଗ

କଟକ: କଟକ ଜଗତପୁର ଟ୍ରକ ଟର୍ମିନାଲରେ ଜଣେ ମହିଳାଙ୍କ ହତ୍ୟାକାଣ୍ଡ ଅଭିଯୋଗ ହୋଇଛି । ମହିଳା ଜଣକ ହେଉଛନ୍ତି ୫୨ ବର୍ଷିୟ କୁନି ସାହୁ। ସେ ସ୍ଥାନୀୟ ଅଞ୍ଚଳରେ ଭଡାରେ ରହୁଥିଲେ ଓ ଟ୍ରକ ଟର୍ମିନାଲରେ ଥିବା ଦୋକାନରେ ବସାଉଠା କରୁଥିଲେ। ତେବେ ଗତକାଲି ସେ ଘରକୁ ନ ଫେରିବାରୁ ପରିବାର ଲୋକ ଥାନାରେ
Read More...

୧୦ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି, ମୁତୟନ ହେବେ ୪୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ବର : ରାଷ୍ଟ୍ରପତି ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି । ମୁତୟନ ହେବେ ୪୦ ପ୍ଲାଟୁନ ପୋଲିସ ଫୋର୍ସ, ୨୦୦ରୁ ଅଧିକ ଅଫିସର । ସାଧା ପୋଷାକଧାରୀ ପୋଲିସ ଓ ରୁଫଟପ୍ ସୁରକ୍ଷାକର୍ମୀ ମୁତୟନ କରାଯିବ । ଦିନ ୧ଟା ବେଳେ ଲିଙ୍ଗରାଜ ମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯିବ ।
Read More...

ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଆଜି ୪ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ

ପୁରୀ : ଆଜି ଫାଲଗୁନ-କୃଷ୍ଣ ତୃତୀୟା ତିଥି । ଶ୍ରୀ ମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀ ମନ୍ଦିର ପ୍ରଶାସନ
Read More...

ବଢ଼ିଲା ରେପୋ ରେଟ୍, ପୁଣି ବଢିବ ଇଏମଆଇ ସୁଧ ହାର

ନୂଆଦିଲ୍ଲୀ: ପୁଣି ବଢିବ ଇଏମଆଇ ସୁଧ ହାର । ମହଙ୍ଗା ହେବ ଋଣ । ପୁଣି ରେପୋ ରେଟ ବଢାଇଲା ଆରବିଆଇ । ବୁଧବାର ରେପୋ ରେଟ୍ ଶୂନ୍ୟ ଦଶମିକ ୨୫ ପ୍ରତିଶତ ବଢାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଫଳରେ ରେପୋ ରେଟର ୬ ଦଶମିକ ୫ ପ୍ରତିଶତ ଛୁଇଁଛି । ରେପୋ ରେଟ ବଢିବା ଯୋଗୁଁ ହୋମ,
Read More...

ବ୍ରାଉନସୁଗାର ଜବତ, ପୁଣି ଜଣେ ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଅବକାରୀ ସଦର ରେଞ୍ଜ ନିରୀକ୍ଷିକା ମାନସୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ବଳଙ୍ଗା ଥାନା ଅଧୀନ ଭାଣପୁର ଗ୍ରାମର
Read More...

ପୁରୀ ଜିଲ୍ଲାସ୍ତରୀୟ ୪ଦିନିଆ କୃଷି ଯନ୍ତ୍ରପାତି ମହୋତ୍ସବ ଉଦଘାଟିତ

ପୁରୀ : ପୁରୀ ଶରଧାବାଲି ଠାରେ ୪ ଦିନିଆ ପୁରୀ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହାକୁ ଉଦଘାଟନ କରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କୃଷି ଓ କୃଷକର ବିକାଶ ପାଇଁ ସରକାର ଅନେକ ବ୍ୟବସ୍ଥା କରିଛନ୍ତି ବୋଲି କହିଥିଲେ । କର୍ଣ୍ଣାଟକ ପରେ
Read More...

ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ବ୍ଲକ୍‌ ବିଜେପିର ଦାବିପତ୍ର ପ୍ରଦାନ

ନବରଙ୍ଗପୁର: ତେନ୍ତୁଳିଖୁଣ୍ଟି ବ୍ଲକ ବିଜେପି ତରଫରୁ ଜିଲ୍ଲା ସଭାପତି ଜଗଦିଶ ବିଷୋୟୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବିଧାୟକ ପ୍ରାର୍ଥୀ ଗୌରୀ ଶଙ୍କର ମାଝୀ ଓ ବ୍ଲକ ପ୍ରଭାରୀ କାହ୍ନୁ ଦାସଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଅଯୋଗ୍ୟ ହିତାଧିକାରୀଙ୍କୁ
Read More...

ବିବାହ ବନ୍ଧନରେ ବାନ୍ଧିହେଲେ କିଆରା-ସିଦ୍ଧାର୍ଥ

ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡ ଅଭିନେତ୍ରୀ କିଆରା ଆଡଭାଣୀ ଓ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା। ସୂର୍ଯ୍ୟଗଡ଼ ପ୍ୟାଲେସରେ ଆଜି ଦୁହିଁଙ୍କ ବିବାହ ସଂପର୍ଣ୍ଣ ହୋଇଛି। ଗତ କିଛି ମାସ ହେଲାଣି ଦୁହିଁଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଫିଲ୍ମ ଶେରଶାହରେ ଦୁହେଁ ସାଥିରେ ନଜର
Read More...

ଉଦଯାପିତ ହେଲା ପଞ୍ଚୁ ପାଣ୍ଡବ ମହୋତ୍ସବ

ଦଶପଲ୍ଲା : ନୂଆଗାଁ ବ୍ଲକ୍‌ର କଳା, ଐତିହ୍ୟ,ସଂସ୍କୃତିକୁ ଅନୁଷ୍ଠିତ ହୋଇଥିବା ପଞ୍ଚୁପାଣ୍ଡବ ମହୋତ୍ସବ ଓ ଦାସିଆ ଅଜା ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ଅନୁଷ୍ଠିତ ଦିବା କାର୍ଯ୍ୟକ୍ରମରେ ବ୍ଲକ୍‌ର ଜନ ପ୍ରତିନିଧି, ଶିକ୍ଷାବିତ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ
Read More...