ଖାଉଟିସୁରକ୍ଷା ସଚେତନତା ସପ୍ତାହ ପାଳନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ପରିସରରେ ଖାଉଟି ସୁରକ୍ଷା ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ କଲ୍ୟାଣୀ ତରଫରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ବେଳେ ଅନୁଷ୍ଠାନର ଅଧ୍ୟକ୍ଷ ଇଂ. ପ୍ରକାଶ ଚନ୍ଦ୍ର ସେଠୀ ମୁଖ୍ୟ
Read More...

ସରୁଗୁଡାଠାରେ ମାଁ କାଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଳକ ସରୁଗୁଡ଼ା ଗ୍ରାମ ଠାରେ ମାଁ କାଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏହି କ୍ରିକେଟ ଟର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବେ ନନ୍ଦାହାଣ୍ଡି ବ୍ଲକ ଜୋନ୍‌ ୨ ଜ଼ିଲ୍ଲାପରିଷଦ ସଭ୍ୟ ଅରୁଣ କୁମାର ମିଶ୍ର ଯୋଗ ଦେଇ
Read More...

ବଲାଙ୍ଗିର ଜିଲ୍ଲାରେ ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳ ରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ କରାଯିବ । ଆଜି ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ
Read More...

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ

ଘୁ.ଉଦୟଗିରି: ବାଲିଗୁଡ଼ା ଠାରୁ ବ୍ରହ୍ମପୁର ଯାଉଥିବା ବେଳେ ଶ୍ରୀକଲା ଘାଟିରେ ଓଡି ୦୭ ଏ ଡି ୦୬୯୩ ନମ୍ବର ହୋଣ୍ଡା ୟୁନିକର୍ନ ଗାଡ଼ିରେ ଦୁଇଜଣ ନିଜ ଗ୍ରାମ ବ୍ରହ୍ମପୁର ଯାଉଥିବା ବେଳେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଶ୍ରୀକଲା ଘାଟିର ରାସ୍ତା ମଝିରେ ରଖାଯାଇଥିବା ବିଦ୍ୟୁତ୍‌
Read More...

ମାଷ୍ଟର ମାଇଣ୍ଡ ସହ ୫ ଚୋର ଗିରଫ,୩୦ ଲକ୍ଷ ଟଙ୍କାର କମ୍ପ୍ୟୁଟର ସାମଗ୍ରୀ ଉଦ୍ଧାର କଲା ପୋଲିସ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା । ବହୁତ ବଡ ଚୋରି ର‍୍ୟାକେଟ ଧରିବା ସହ ୩୦ ଲକ୍ଷ ଟଙ୍କାର ଚୋରି କମ୍ପ୍ୟୁଟର ସାମଗ୍ରୀ ଉଦ୍ଧାର କରିବାରେ ପୋଲିସ ସଫଳ ହୋଇଛି । ୫ ମାସ ପୂର୍ବରୁ କନ୍ଧମାଳ ଜିଲ୍ଲାର ସଦର ଥାନା, ଫିରିଙ୍ଗିଆ,ଖଜୁରିପଡା, ଗୋଛାପଡା,
Read More...

ପ୍ରକାଶ ପାଇଲା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍‌ନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ।
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ବିଶ୍ୱବିଦ୍ୟାଳୟସ୍ତରୀୟ ଯୁବ ନେତୃତ୍ୱ ବିକାଶ ତାଲିମ ଶିବିର ଉଦ୍‌ଯାପିତ

ଭବାନୀପଟଣା: କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ପ୍ରୟୋଜିତ ତ୍ରି-ଦିବସୀୟ ଯୁବ ନେତୃତ୍ୱ ବିକାଶ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ତ୍ରି-ଦିବସୀୟ ଶିବିରର ଶେଷ ଦିବସରେ ପ୍ରଥମେ ପ୍ରାତଃ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମରୁ
Read More...

ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର: ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଉନ୍ନତ ଚିକିତ୍ସା ଲାଗି ଦିଲ୍ଲୀ ନିଆଯାଇଛି। ଆଜି ସକାଳେ ଭୁବନେଶ୍ୱରର ବିମାନବନ୍ଦରରେ ପିଣ୍ଟୁ ନନ୍ଦ ପହଞ୍ଚିବା ପରେ ତାଙ୍କୁ ଦିଲ୍ଲୀକୁ ନିଆଯାଇଛି। ଦିଲ୍ଲୀରେ ଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲିଭର ଆଣ୍ଡ୍‌ ବିଲିଆରି ସାଇନସେସ(ILBS)
Read More...

ଭୟଙ୍କର ଭୂକଂପ, ମୃତ୍ୟୁସଂଖ୍ୟା ୪ହଜାର ଟପିଲା

ନୂଆଦିଲ୍ଲୀ: ତୁର୍କୀରେ ତାଣ୍ଡବ ରଚିଲା ପ୍ରକୃତି । ୨୪ ଘଣ୍ଟା ମଧ୍ୟରେ ତିନି ତିନିଟି ଭୂମିକମ୍ପରେ ଥରହର ହେଲା ତୁର୍କୀ। ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ  ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି
Read More...

ସ୍ୱର୍ଗତ ଅଟଳ ପଣ୍ଡାଙ୍କ ସ୍ମୃତିରେ କୋସଲି/ସମ୍ୱଲପୁରୀ ଭାଷାକୁ ସମର୍ପିତ ହେବ ଏବର୍ଷର ରାଷ୍ଟ୍ରୀୟ ନାଟମେଲା

ସୁବର୍ଣ୍ଣପୁର:ସୁବର୍ଣ୍ଣପୁରର ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ଅନୁଷ୍ଠାନ ନାଟ୍‌ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ରାଷ୍ଟ୍ରୀୟ ନାଟ୍‌ ମେଲା ୨୦୨୩ ଆୟୋଜିତ ହେବ । ଫେବୃୟାରୀ ୧୦ ରୁ ୧୨ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପି ସ୍ଥାନୀୟ ଭୀମଭୋଇ କଳାମଣ୍ଡପ ଠାରେ ଏହି
Read More...