ପାଣି ପଞ୍ଚାୟତ ସଚେତନତା ରଥକୁ ଶୁଭ ଉଦଘାଟନ କଲେ ଗଜପତି ଜିଲ୍ଲାପାଳ

ପାରଳାଖେମୁଣ୍ଡି,୩/୨- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଣି ପଞ୍ଚାୟତ ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କଲେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା । ଏହି ସଚେତନତା ରଥ ୭ ଟି ବ୍ଲକ ପରିକ୍ରମା କରି ଚାଷୀଙ୍କୁ
Read More...

ହରଭଙ୍ଗା ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ

ହରଭଙ୍ଗା,୩/୨:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ କୁଶଙ୍ଗ ପଂଚାୟତର ପୈଦାଭୂଇଁ ଠାରେ ହରଭଙ୍ଗା ମଣ୍ଡଳ ବିଜେପି ସଭାପତି ତପନ କୁମାର ଡାଙ୍ଗଙ୍କ ଅଧ୍ୟକ୍ଷତାରେ ଆଜି ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଅତିଥି ଭାବେ ପ୍ରାକ୍ତନ ବିଜେପି ସଭାପତି
Read More...

ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ବାର୍ଷିକ ବୈଠକ

ପାଟଣାଗଡ଼,୩/୨:- ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନା ଅଧିନରେ ଥିବା ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ସରୋଜ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ବିଡ଼ିଓ
Read More...

ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ: ଗୋଟିଏ ବି ମାତୃ ମୃତ୍ୟୁକୁ ବରଦାସ୍ତ କରାଯିବନାହିଁ -ଜିଲ୍ଲାପାଳ

ସୁବର୍ଣ୍ଣପୁର୧/୨:- ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ
Read More...

ବହୁମୁଖୀ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ତଦାରଖ କଲେ ବ୍ଲକ ଉପାଧ୍ୟକ୍ଷ

କୋକସରା,୧/୨:- ରାଜ୍ୟ ସରକାର ସାଧାରଣ ଲୋକଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ବିଭିନ୍ନ ଯୋଜନା କରିଛନ୍ତି । ସେହିପରି କୋକସରା ବ୍ଲକର ୨୨ ଗୋଟି ପଞ୍ଚାୟତକୁ ବିଶୁଦ୍ଧ ପାନୀୟ ଜଳ ଯୋଗେଇବା ପାଇଁ ବହୁମୁଖୀ ପାନୀୟ ଜଳ ପ୍ରକଳ୍ପ କୋକସରା ବ୍ଲକ ମୋଟେର ପଞ୍ଚାୟତ ଖୁଟୁଲୁଗୁଡା ଠାରେ
Read More...

ସଡକ ଦୁର୍ଘଟଣାରେ ଚାଳକ ଗୁରୁତର ଆହତ

ହରଭଙ୍ଗା,୧/୨:- ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ୫୭ ନଂ ଜାତୀୟ ରାଜପଥ ଚାରିଛକ ମାର୍ଡିଙ୍ଗ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିବା ଓଡି୦୩ଭି୫୪୦୦ନଂ ଥିବା ଏକ ଟାଟା ଏସି ଗାଡି ଭାରସାମ୍ୟ ହରାଇ
Read More...

ବିସ୍ଫୋରଣ ଘଟି ଜଣେ ଗୁରୁତର, ଦୁଇ ଛାତ୍ର ଆହତ

ବାଲିଗୁଡ଼ା: ବିସ୍ଫୋରଣ ଘଟି ତିନି ଜଣ ଛାତ୍ର ଆହତ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍‌ ରୁତୁଙ୍ଗିଆ ପଞ୍ଚାୟତର ସେଣ୍ଟ ଜାଭିଅର୍‌ ହାଇସ୍କୁଲରେ ଘଟିଛି ଏଭଳି ଅଭାବନୀୟ ଅଘଟଣ । ସୂଚନା ପ୍ରକାରେ ଆଜି ସକାଳେ ପ୍ରାୟ ୧୧ଟା ସମୟରେ ଏକ ଛୁଟି ହୋଇଥିବା ସମୟରେ ସବୁ ପିଲା ଶ୍ରେଣୀ ବାହାରେ ଥିଲେ ।
Read More...

୧୧ରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା କୋର୍ଟ ପରିସରରେ ଏବଂ ତାଲୁକ୍‌ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ୧୧ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ବୋଲି ଅଧ୍ୟକ୍ଷ, ଜିଲ୍ଲା ଆଇନସେବା ପ୍ରାଧିକରଣ , କନ୍ଧମାଳ, ଫୁଲବାଣୀ
Read More...

ଆଇଓସିଏଲ ନିର୍ଦ୍ଦେଶକୁ ଅବମାନନା,ତାଲା ଭାଙ୍ଗି ଗ୍ୟାସ ଗୋଦାମ ସିଜ କଲେ ଅଧିକାରୀ

କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସଦର ମହକୁମା ଇଣ୍ଡିଆନ ପେଟ୍ରୋଲିଅମ ଗ୍ୟାସ୍‌ ଗୋଦାମକୁ ବୁଧବାର ଚଢ଼ାଉ କରାଯାଇଛି । ମାଜିଷ୍ର୍ଟ୍ରେଟ ଦାୟିତ୍ୱରେ କୋକସରା ତହସିଲଦାର ଦେବବ୍ରତ କରାଟିଙ୍କ ଉପସ୍ଥିତିରେ ପୋଲିସ ଏସଆଇ ଗୋପବନ୍ଧୁ ନାୟକ, ଏଲପିଜି ଆଇଓସିଏଲ କ୍ଷେତ୍ର ପରିଦର୍ଶକ
Read More...

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଉଦଯାପିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣ ୮ ଦିନ ଧରି ଚାଲୁ ରହିଥିଲା । ଆଜି ଉଦଯାପିତ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷା ଅମ୍ବିକା
Read More...